2 ସେ ମାଇଜି ବାର୍ଟା ତାରା ରଇବା ମୁକୁଟ୍ ପିନ୍ଦିରଇଲା । ସେ ନିକ ଅଇବା ବେଲା ଲଗେ କେଟିରଇଲା । ଆରି ଦୁକାସୁକାର୍ଲାଗି କାନ୍ଦ୍ତେରଇଲା ।
ମାତର୍ ଏଟାମନ୍ ସବୁ ମାଇଜିମନର୍ ଆତ୍ଗଡ୍ ସୁକ୍ଅଇବା ବେଲେ ପର୍ତୁମ୍ ପର୍ତୁମ୍ ଅଇବା ଦୁକାସୁକା ପାରା ।
ଗଟେକ୍ ମାଇଜି ନିକ ଅଇବା ବେଲା କେଟ୍ଲେ ବେସି ଦୁକ୍ ଅଇସି । କାଇକେବଇଲେ ତାର୍ ଦୁକ୍ କସ୍ଟର୍ ବେଲା କେଟିଆଚେ । ମାତର୍ ନିମାନ୍ ଅଇସାର୍ଲା ପଚେ ତାର୍ ଦୁକ୍ କସ୍ଟ ପାସ୍ରିଜାଇସି । କାଇକେ ବଇଲେ ତାର୍ତେଇଅନି ଗଟେକ୍ ପିଲା ଦୁନିଆଇ ଜନମ୍ ଅଇଲା ଆଚେ ।
ଏ ମର୍ ଆଲାଦର୍ ପିଲାମନ୍, ତମର୍ ବିତ୍ରେ କିରିସ୍ଟର୍ ପାରା ଚଲାଚଲ୍ତି ଅଇ ଆଇବାକେ, ମୁଇ ଆରିତରେକ୍ ଆତ୍ଗଡ୍ ସୁକ୍ ଅଇବା ପାରା ଦୁକ୍କସ୍ଟ ପାଇଲିନି ।
ଜେନ୍ତାରିକି ସାସ୍ତରେ ଲେକାଅଇଆଚେ, “ ଅଇରେ ବାଞ୍ଜି ମାଇଜି, ତୁଇ ସାର୍ଦା ଅ, କେବେମିସା ପିଲାଜିଲା ପାଇବା ଦୁକାସୁକା ଦାରାଇ ଅଇବାଟା ନାଜାନିରଇଲେ ମିସା ଆଉଲି ଅଇ ତର୍ ସାର୍ଦା ସବୁକେ ଜାନାଇଦେସ୍ । କାଇକେବଇଲେ ମୁନୁସ୍ ସଙ୍ଗ୍ ବାସା ଅଇରଇବା ମାଇଜିର୍ ଟାନେଅନି ଗଟେକ୍ ଚାଡ୍ରି ମାଇଜିର୍ ପିଲାଜିଲା ଅଦିକ୍ ଅଇସି । ”
ବାଦ୍ଲେ ରଇବା ତିନ୍ ବାଗେଅନି ଗଟେକ୍ ବାଗର୍ ତାରାମନ୍କେ ତାର୍ ଲେଞ୍ଜ୍ ଜିକିନେଇକରି ଦର୍ତନିଟାନେ ପିଙ୍ଗିଦେଲା । ସେ ମାଇଜି ନିକ ଅଇଲାଦାପ୍ରେ ତାର୍ ପିଲାକେ କାଇବି ବଲି ମାଇଜିର୍ ମୁଆଟେ ଟିଆଅଇଲା ।