ପର୍କାସିତ 13:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ସେ ପସୁର୍ ଦସ୍ଟା ମୁଣ୍ଡେଅନି ଗଟେକ୍ ମୁଣ୍ଡ୍ ବେସି ମାଡ୍ ଅଇରଇଲାପାରା ଡିସ୍ତେରଇଲା । ମାତର୍ ସେଟା ନିକ ଅଇଲା । ଗୁଲାଇ ଜଗତର୍ ଲକ୍ମନ୍ କାବାଅଇଜାଇକରି ତାର୍ ପଚେ ପଚେ ଗାଲାଇ । Faic an caibideil |
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।