3 ତାର୍ପଚେ ଦୁଇ ଲମର୍ ଦୁତ୍ ତାର୍ ରିସାର୍ ଗିନା ସମ୍ଦୁରେ ଆଜାଡି ଦେଲା । ଆରି ଏଦେ ଦେକା ! ତେଇର୍ ପାନି ମଲାଲକର୍ ବନିପାରା ଅଇଗାଲା । ଆରି ସମ୍ଦୁରେ ରଇବା ଜଁତ୍ଜିଆଦ୍ ମରିଗାଲାଇ ।
ତେଇ ପିତରର୍ କାତା ସୁନି ବେସି ଲକ୍ ବିସ୍ବାସ୍ କଲାଇ । ଆରି ସିସ୍ମନ୍ ସେମନ୍କେ ଡୁବନ୍ ଦେଲାଇ । ସେ ଦିନେ ତିନ୍ଅଜାର୍ ଲକ୍ମନ୍ ତାକର୍ ଦଲେ ମିସ୍ଲାଇ ।
ତାର୍ ଆତେ ଉଗାଡି ଅଇରଇବା ଗଟେକ୍ ସାନ୍ ବଇ ରଇଲା । ସେ ତାର୍ ଉଜାଗଡ୍ ସମ୍ଦୁର୍ ବିତ୍ରେ ସଙ୍ଗଇଲା ଆରି ଡେବ୍ରି ଗଡ୍ ସୁକ୍ଲା ବୁଏଁ ସଙ୍ଗଇଲା ।
ସେମନ୍ ପର୍ମେସରର୍ କବର୍ ଜାନାଇବାବେଲେ ଜେନ୍ତାରି କି ବର୍ସା ନଅ ବଲି ବାଦଲ୍କେ ଡାବିକରି ସଙ୍ଗଇବାକେ ତାକର୍ ଅଦିକାର୍ଆଚେ । ପାଜ୍ରା ପାନିମନ୍କେ ବନି କର୍ବାକେ ମିସା ତାକର୍ ଅଦିକାର୍ ରଇସି । ଜେଡେବେଲେ ମନ୍କଲେ, ସେଡେବେଲେ ଜନ୍ ରକାମ୍ ମର୍ଡି ଦର୍ତନି ଉପ୍ରେ କେତେତର୍ ମିସା କରି ବାଦାଦେବାକେ, ସେମନର୍ ଅଦିକାର୍ ଆଚେ ।
ତାର୍ପଚେ ମୁଇ ସମ୍ଦୁର୍ ବିତ୍ରେ ଅନି ଗଟେକ୍ ପସୁକେ ବାରଇଆଇବାଟା ଦେକ୍ଲି । ତାକେ ଦସ୍ଟା ସିଙ୍ଗ୍ ଆରି ସାତ୍ଟା ମୁଣ୍ଡ୍ ରଇଲା । ତାର୍ ସବୁ ସିଙ୍ଗେ ଗଟେକ୍ ଗଟେକ୍ ମୁକୁଟ୍ ରଇଲା । ଆରି ମୁଣ୍ଡ୍ ଉପ୍ରେ ପର୍ମେସର୍କେ ନିନ୍ଦା କଲା ପାରା ବିନ୍ ବିନ୍ ରକାମର୍ ସାତ୍ଟା ନାଉଁ ରଇଲା ।