ପର୍କାସିତ 2:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ମୁଇ ତମର୍ ଚଲାଚଲ୍ତି ଜାନି । ତମେ ଆବଡ୍ ଅଇ ପାଇଟି କର୍ବାଟା ଆରି ଦୁକ୍ କସ୍ଟ ଆଇଲେ ମିସା ମୁର୍ଚି କରି ରଇବାଟା ମୁଇ ଜାନି । କରାପ୍ ଲକର୍ କାମ୍ ତମ୍କେ ସାର୍ଦା ନ କରାଏ ବଲି ମୁଇ ଜାନି । ଜନ୍ ଲକ୍ମନ୍ ଆମେ ପେରିତ୍ସିସ୍ ବଲି ନାଡାଇଲାଇନି, ସେମନ୍ ସତ୍ କି ମିଚ୍ ବଲି ତମେ ପରିକା କରିଆଚାସ୍ । ସେମନ୍ ମିଚ୍ କଇଲାଇନି ବଲି ତମେ ଜାନିଆଚାସ୍ । Faic an caibideil |
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।