ପର୍କାସିତ 2:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ମର୍ପାଇ ରଇବା ଡାଟ୍ ଆଲାଦ୍ ମନେ ଏତାଆ । ପାପେଅନି ବାଉଡା । ଆରି ଆଗ୍ତୁ କର୍ତେରଇବା ନିକ କାମ୍ମନ୍ କରା । କାଇକେବଇଲେ ତମେ ପାପେଅନି ନ ବାଅଡ୍ଲେ, ମୁଇ ତମର୍ଟାନେ ଆଇବି ଆରି ତମର୍ ବତିଡାଣ୍ଡି ଗଟେକ୍ ଜାଗାଇଅନି ଆରି ଗଟେକ୍ ଜାଗାଇ ଗୁଚାଇଦେବି । Faic an caibideil |
ମୁଇ ତମର୍ ଚଲାଚଲ୍ତି ଜାନି । ତମେ ଆବଡ୍ ଅଇ ପାଇଟି କର୍ବାଟା ଆରି ଦୁକ୍ କସ୍ଟ ଆଇଲେ ମିସା ମୁର୍ଚି କରି ରଇବାଟା ମୁଇ ଜାନି । କରାପ୍ ଲକର୍ କାମ୍ ତମ୍କେ ସାର୍ଦା ନ କରାଏ ବଲି ମୁଇ ଜାନି । ଜନ୍ ଲକ୍ମନ୍ ଆମେ ପେରିତ୍ସିସ୍ ବଲି ନାଡାଇଲାଇନି, ସେମନ୍ ସତ୍ କି ମିଚ୍ ବଲି ତମେ ପରିକା କରିଆଚାସ୍ । ସେମନ୍ ମିଚ୍ କଇଲାଇନି ବଲି ତମେ ଜାନିଆଚାସ୍ ।