ପର୍କାସିତ 2:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ଦିଆନ୍ ଦେଇକରି ସୁନା । ଜେ ଜିତ୍ସି, ତାକେ ମୁଇ ପର୍ମେସରର୍ ବାଡେ ପଲିରଇବା ଜିବନ୍ ଗଚର୍ ପଲ୍ କାଇବାକେ ଦେବି । Faic an caibideil |
ତାର୍ପଚେ ସର୍ଗେଅନି ମୁଇ ଏନ୍ତାରି ସୁନ୍ଲି । “ଏଟା ଲେକି ସଙ୍ଗଇର । ଏବେଅନି ମାପ୍ରୁଟାନେ ମିସ୍ଲାପଚେ ମରିଜିବାଇ ସେ ଲକ୍ମନ୍ କେଡେକ୍ କରମର୍ ଲକ୍ । ଉଁ ବଲି ଆତ୍ମା କଇଲାନି । ଏଟା ସତଇସେ ଗଟ୍ସି, ତାକର୍ ଆବଡ୍ କାମେଅନି ଚନେକ୍ ପୁଣ୍ଡ୍ବାକେ ସେଟା ତାକର୍ ବେଲା ରଇସି । କାଇକେବଇଲେ ସେମନ୍ କରିରଇବା ନିକ କାମର୍ ଲାଗି ସେମନ୍ ପୁରୁସ୍କାର୍ ପାଇବାଇ ।”
ତାର୍ପଚେ କାଁଚ୍ ପାରା ଡିସ୍ବା ସମ୍ଦୁର୍ ସଙ୍ଗ୍ ଜଇ ମିସାଇଲା ପାରାଟା ଗଟେକ୍ ଦେକ୍ଲି । ପସୁ ଆରି ତାର୍ ମୁର୍ତି ଉପ୍ରେ ଜୁଇଦ୍ କରି ଜିତିରଇବା ଲକ୍ମନ୍କେ ମିସା ମୁଇ ଦେକ୍ଲି । ସେ ପସୁର୍ ନାଉଁ ଗଟେକ୍ ଲମରର୍ ବାଦୁଲେ ରଇଲା । ସେମନ୍ କାଁଚର୍ ସମ୍ଦୁର୍ ପାଲିବାଟେ ଟିଆ ଅଇରଇଲାଇ । ପର୍ମେସର୍ ସେମନ୍କେ ଦେଇରଇବା ବିଣା ତାକର୍ ଆତେ ରଇଲା ।