ପର୍କାସିତ 2:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ତମର୍ ଦୁକ୍କସ୍ଟ ମୁଇ ଜାନି । ତମେ ଅର୍କିତ୍ ବଲି ମୁଇ ଜାନି । ମାତର୍ ସତଇସେ ତମେ ସାଉକାର୍ ଲକ୍ । ଜିଉଦିମନ୍ ତମର୍ କାରାପ୍ ବିସଇ କଇଲାଇନି ବଲି ମୁଇ ଜାନି । ମାତର୍ ସେମନ୍ ଆମେ ଜିଉଦି ବଲି କଇଲେମିସା ସତ୍ସେ ସେମନ୍ ପର୍ମେସରର୍ ଲକ୍ ନଅତ୍ । ମାତର୍ ସଇତାନ୍ ଦଲର୍ ଲକ୍ । Faic an caibideil |
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
ମୁଇ ତମର୍ ଚଲାଚଲ୍ତି ଜାନି । ତମେ ଆବଡ୍ ଅଇ ପାଇଟି କର୍ବାଟା ଆରି ଦୁକ୍ କସ୍ଟ ଆଇଲେ ମିସା ମୁର୍ଚି କରି ରଇବାଟା ମୁଇ ଜାନି । କରାପ୍ ଲକର୍ କାମ୍ ତମ୍କେ ସାର୍ଦା ନ କରାଏ ବଲି ମୁଇ ଜାନି । ଜନ୍ ଲକ୍ମନ୍ ଆମେ ପେରିତ୍ସିସ୍ ବଲି ନାଡାଇଲାଇନି, ସେମନ୍ ସତ୍ କି ମିଚ୍ ବଲି ତମେ ପରିକା କରିଆଚାସ୍ । ସେମନ୍ ମିଚ୍ କଇଲାଇନି ବଲି ତମେ ଜାନିଆଚାସ୍ ।