ପର୍କାସିତ 20:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଦୁତ୍ ତାକେ ପାତାଲେ ପିଙ୍ଗିଦେଲା ଆରି କୁଚି ପାକାଇକରି ସିଲ୍ ମାର୍ଲା । ଏନ୍ତାରି କଲାକେ ଅଜାର୍ ବରସ୍ ନ ସାର୍ତେ ସେ ବିନ୍ ବିନ୍ ରାଇଜର୍ ଲକ୍ମନ୍କେ ଆରି ନାଡାଇ ନାପାରେ । ତାର୍ପଚେ ଚନେକର୍ପାଇ ତାକେ ଚାଡିଦେବାଇ । Faic an caibideil |
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।