ପର୍କାସିତ 22:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ମୁଇ ଜଅନ୍ ଏ ସବୁ ସୁନିଆଚି ଆରି ଦେକିଆଚି । ଏ ସବୁଜାକ ଦେକ୍ଲା ପଚେ ଆରି ସୁନ୍ଲାପଚେ ଜନ୍ ଦୁତ୍ ମକେ ଏ ସବୁ ବିସଇ ଦେକାଇରଇଲା, ତାର୍ ପାଦେ ଡାଣ୍ଡାସନ୍ ପଡ୍ଲି । ମୁଇ ତାକେ ଜୁଆର୍କର୍ବାକେ ଜାଇରଇଲି । Faic an caibideil |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”