ପର୍କାସିତ 22:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ମାତର୍ ସେ ମକେ କଇଲା, “ନିଚୁ । କାଇକେବଇଲେ ମୁଇ ମିସା ତମର୍ପାରା ଗଟେକ୍ ଲକ୍ସେ । ତମର୍ ଜେତ୍କି ବବିସତ୍ବକ୍ତା ବାଇମନ୍ ଆରି ଜେତ୍କି ବଇଟାନେ ରଇବା ବାକିଅମନ୍ ଆଚେ, ସେଟାମନ୍ ମାନିକରି ରଇଲାଇନି । ତାକର୍ ପାରା ମୁଇ ମିସା ଗଟେକ୍ ସେବାକାରିଆ । ପର୍ମେସର୍କେ ଜୁଆର୍ କରା ।” Faic an caibideil |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”