ପର୍କାସିତ 3:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ସାର୍ଦି ମଣ୍ଡଲିକେ ଦେକାରକା କର୍ବା ଦୁତ୍କେ ଲେକା । ଏ କବର୍ ମୁଇ ପାଟାଇଲିନି । ପର୍ମେସରର୍ ସାତ୍ଟା ଆତ୍ମା ଆରି ସାତ୍ଟା ତାରା ମର୍ଲଗେ ଆଚେ । ତମର୍ ଚଲାଚଲ୍ତି ମୁଇ ଜାନି । ଲକ୍ମନ୍ ଦେକ୍ବା ଇସାବେ, ତମେ ଆତ୍ମାଇ ଜିବନ୍ ଆଚାସ୍ । ମାତର୍ ପର୍ମେସର୍ ଦେକ୍ବା ଇସାବେ ମରିଆଚାସ୍ । Faic an caibideil |
ତମେ ଗଟେକ୍ତେଇ ରୁଣ୍ଡିକରି ମିସି କାଇଲାବେଲେ, ତମର୍ ସଙ୍ଗ୍ ସେମନ୍ ଲାଜ୍ ଲାଗ୍ବା କାମ୍ କଲେ ମିସା ସେମନ୍ ତମର୍ ମୁଆଟେ ଲାଜ୍ ନ ଅଇକରି ସାଆସ୍ ସଙ୍ଗ୍ କାଇଲାଇନି । ମେଣ୍ଡାମନ୍କେ ନ ଚାରାଇ ନିଜେ ଚାରାଇଅଇଲା ଗଉଡ୍ ପାରା ଅଇଲାଇନି । ପବନ୍ ଆଇଲେ ଉଡାଇନେବା ପାନି ନ ମାର୍ବା ବାଦଲ୍ପାରା ଏମନ୍ ଆଚତ୍ । ପଲ୍ ଦେବା ବେଲାଇ କାଇପଲ୍ ନ ରଇବା ଗଚ୍ ଜେନ୍ତାରି ଉପାଡିକରି ସୁକ୍ବାକେ ଚାଡ୍ଲାପାରା, ସେନ୍ତାରି ଅଇ ସେମନ୍ ଆଚତ୍ ।
ମୁଇ ତମର୍ ଚଲାଚଲ୍ତି ଜାନି । ତମେ ଆବଡ୍ ଅଇ ପାଇଟି କର୍ବାଟା ଆରି ଦୁକ୍ କସ୍ଟ ଆଇଲେ ମିସା ମୁର୍ଚି କରି ରଇବାଟା ମୁଇ ଜାନି । କରାପ୍ ଲକର୍ କାମ୍ ତମ୍କେ ସାର୍ଦା ନ କରାଏ ବଲି ମୁଇ ଜାନି । ଜନ୍ ଲକ୍ମନ୍ ଆମେ ପେରିତ୍ସିସ୍ ବଲି ନାଡାଇଲାଇନି, ସେମନ୍ ସତ୍ କି ମିଚ୍ ବଲି ତମେ ପରିକା କରିଆଚାସ୍ । ସେମନ୍ ମିଚ୍ କଇଲାଇନି ବଲି ତମେ ଜାନିଆଚାସ୍ ।
ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।