ପର୍କାସିତ 3:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ମୁଇ ତମର୍ ଚଲାଚଲ୍ତି ଜାନି । ତମ୍କେ ଅଲପ୍ ସେ ବପୁ ଆଚେବଲି ମିସା ଜାନି । ମାତର୍ ମର୍ ସିକିଆ ତମେ ମାନିଆଚାସ୍ ଆରି ସତ୍ସେ ମର୍ ସିକିଆ ମାନ୍ଲାସ୍ । ତେବର୍ପାଇ ମୁଇ ତମର୍ ମୁଆଟେ ଗଟେକ୍ କାପାଟ୍ ଉଗାଡିଆଚି । ସେଟା କେ ମିସା ଡାବିନାପାରତ୍ । Faic an caibideil |
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।
ମୁଇ ତମର୍ ଚଲାଚଲ୍ତି ଜାନି । ତମେ ଆବଡ୍ ଅଇ ପାଇଟି କର୍ବାଟା ଆରି ଦୁକ୍ କସ୍ଟ ଆଇଲେ ମିସା ମୁର୍ଚି କରି ରଇବାଟା ମୁଇ ଜାନି । କରାପ୍ ଲକର୍ କାମ୍ ତମ୍କେ ସାର୍ଦା ନ କରାଏ ବଲି ମୁଇ ଜାନି । ଜନ୍ ଲକ୍ମନ୍ ଆମେ ପେରିତ୍ସିସ୍ ବଲି ନାଡାଇଲାଇନି, ସେମନ୍ ସତ୍ କି ମିଚ୍ ବଲି ତମେ ପରିକା କରିଆଚାସ୍ । ସେମନ୍ ମିଚ୍ କଇଲାଇନି ବଲି ତମେ ଜାନିଆଚାସ୍ ।