1 ସେବେଲେ ମୁଇ ଆରିଗଟେକ୍ ଦର୍ସନ୍ ଦେକ୍ଲି । ସର୍ଗେ ଗଟେକ୍ ଉଗାଡିରଇବା କାପାଟ୍ ରଇଲା । ଆଗେ ସୁନିରଇବା ମଇରି ପାରା ସବଦ୍ ଆରିତରେକ୍ ସୁନ୍ଲି । ଉପ୍ରେ ଚଗି ଆଉ, ଏଟାର୍ପଚେ କାଇଟା ଅଇସି ମୁଇ ତକେ ଜାନାଇବି ।
ଜିସୁ ଡୁବନ୍ ନେବାକେ ପାନି ବିତ୍ରେ ବୁଡି ବାରଇଲା ଦାପ୍ରେ ଏଦେ ଦେକା ! ସରଗ୍ ଉଗାଡି ଅଇ ରଇଲାଟା ଦେକ୍ଲା । ଆରି ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତର୍ଲା ।
ସେ ପାନିତେଇ ଅନି ବାରଇ ଆଇବାବେଲେ, ସରଗ୍ ଉଗାଡି ଅଇ ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତ୍ରି ଆଇବାଟା ସେ ଦେକ୍ଲା ।
ସବୁଲକ୍ ଡୁବନ୍ ନେଲା ପଚେ ଜିସୁ ମିସା ଡୁବନ୍ ନେଲା । ଆରି ପାର୍ତନା କର୍ବାବେଲେ, ଏଦେ ଦେକା ! ବାଦଲ୍ ଉଗାଡିଅଇଗାଲା,
ମାତର୍ ସତ୍ ଆତ୍ମା ଆଇଲେ, ସେ ତମ୍କେ ସବୁ ସତ୍ ବିସଇର୍ ବାଟେ ଡାକିନେଇସି । କାଇକେ ବଇଲେ, ସେ ନିଜର୍ ଅଦିକାରେ କାଇ କାତା ନ କଏ । ମାତର୍ ସେ ବାବାର୍ତେଇଅନି ଜନ୍ ଜନ୍ କାତା ସୁନ୍ସି, ସେ ସବୁ କଇସି । ଆରି ଆଇବା ଦିନ୍ମନ୍କେ କାଇଟା ଅଇସି ସେ ସବୁ ବିସଇ ମିସା କଇସି ।
ଏଦେ ଦେକା ! ଆକାସ୍ ଉଗାଡିଅଇଲାଟା ଆରି ଗଟେକ୍ ବଡ୍ ଚାଦର୍ ଚାରିକନେ ବାନ୍ଦିଅଇକରି ଦର୍ତନି ଉପ୍ରେ ଉତ୍ରି ଆଇବାଟା ଦେକ୍ଲା ।
ତିପାନ୍ କଇଲା, “ଏଦେ ଦେକା ! ସରଗ୍ ଉଗାଡି ଅଇବାଟା ଆରି ନର୍ପିଲା ପର୍ମେସରର୍ ଉଜାବାଟେ ଟିଆ ଅଇରଇବାଟା ଦେକ୍ଲିନି ।”
ଆମେ ମିସିକରି ତାକେ ଆରାଦନା କର୍ବା ମାପ୍ରୁର୍ ଦିନେ, ତାର୍ ଆତ୍ମା ମକେ ଦାରିରଇଲା । ଆରି ଜବର୍ ଅଇତେ ମଇରି ବାଜ୍ଲା ପାରା ମର୍ ପଚ୍ବାଟେ ସୁନ୍ଲି ।
ସେ ସବଦ୍ ସୁନ୍ଲାକେ, କେ କାତାଅଇଲାନି, ଦେକ୍ବି ବଲି ପାସଲ୍ଲି ଆରି ସାତ୍ଟା ସୁନାର୍ ବତି ଡାଣ୍ଡି ଦେକ୍ଲି ।
ତେବର୍ ପାଇ ତମେ ଏବେ ଜାଇଜାଇଟା ଦେକି ଆଚାସ୍ ଆରି ଜାଇଜାଇଟା ଏବେ ଗଟ୍ଲାନି ଆରି ପଚ୍କେ ଗଟ୍ସି, ସେଟା ସବୁ ଲେକିକରି ସଙ୍ଗୁଆ ।
ତାର୍ପଚେ ସର୍ଗେ ଅନି ଗଟେକ୍ ଜବର୍ ସବଦ୍ ବବିସତ୍ବକ୍ତାମନ୍କେ କଇଲା, “ଉପ୍ରେ ଆସା ।” ଆରି ତାକର୍ ବିରଦିମନ୍ ଦେକ୍ବାବେଲେ ସେମନ୍ ଗଟେକ୍ ବାଦଲ୍ ଉପ୍ରେ ବସି ସର୍ଗେ ଗାଲାଇ ।
ସର୍ଗେ ରଇବା ପର୍ମେସରର୍ ମନ୍ଦିର୍ ଉଗାଡି ଅଇଲା ଆରି ତେଇ ରାଜିନାମାର୍ ପେଡି ଡିସ୍ଲା । ତାର୍ପଚେ ବିଜ୍ଲି ଜଟକ୍ଲା, ଗଡ୍ଗଡି ମାର୍ଲା ଦର୍ତନି ଚୁଲ୍ବୁଲ୍ଲା ଆରି ବେସି କାରାପାକ୍ନା ମିସା ମାର୍ଲା ।
ତାର୍ପଚେ ସାତ୍ ଲମର୍ ଦୁତ୍, ତାର୍ ରିସାର୍ ଗିନା ପବନେ ଆଜାଡିଦେଲା । ଆରି ଏଦେ ଦେକା !! ମନ୍ଦିରେ ରଇବା ବସ୍ବା ଜାଗାଇ ଅନି ଗଟେକ୍ ବଡ୍ ସବଦ୍ ଆଇଲା । “ସେଟା ସବୁ ସାରିଗାଲା !”
ତାର୍ପଚେ ସରଗ୍ ଉଗାଡି ଅଇଲାଟା ମୁଇ ଦେକ୍ଲି । ଆରି ଏଦେ ଦେକା ! ଗଟେକ୍ ଦବ୍ ଗଡା ଆଇବାଟା ଡିସ୍ଲା । ଗଡା ଚାଲାଉର୍ ନାଉଁ ଅଇଲାନି ବିସ୍ବାସ୍ କର୍ବାଟା ଆରି ସତ୍ଟା । ସେ ଅନିଆଇ ନ କରି ତାର୍ ଜୁଇଦ୍ କର୍ସି ଆରି ଜିତ୍ସି ।
ତାର୍ପଚେ ଦୁତ୍ ମକେ କଇଲା “ଏ ବାକିଅ ସବୁ ସତ୍ ଆରି ବିସ୍ବାସ୍ କରିଅଇସି । ମାପ୍ରୁ ପର୍ମେସର୍ ଜେ କି ତାର୍ ଆତ୍ମା ବବିସତ୍ବକ୍ତାମନ୍କେ ଦେଇରଇଲା, ସେ ତାର୍ ଦୁତ୍କେ ପାଟାଇଆଚେ । ଆଇବା ଦିନ୍ମନ୍କେ କାଇଟା ଅଇସି, ସେଟା ତାର୍ ଦାଙ୍ଗ୍ଡାମନ୍କେ ଦେକାଇସି ।”