ପର୍କାସିତ 4:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଆରି ବସ୍ବା ଜାଗାର୍ ମୁଆଟେ ନିର୍ମଲ୍ ଅଇକରି ଡିସ୍ବା କାଁଚର୍ ସମ୍ଦୁର୍ ପାରା ରଇଲା । ବସ୍ବା ଜାଗାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ରଇଲାଇ । ତାର୍ ମୁଆଟ୍ ବାଟେ ଆରି ପଚ୍ବାଟେ ଆଁକିମନ୍ ରଇଲା । Faic an caibideil |
ତାର୍ପଚେ କାଁଚ୍ ପାରା ଡିସ୍ବା ସମ୍ଦୁର୍ ସଙ୍ଗ୍ ଜଇ ମିସାଇଲା ପାରାଟା ଗଟେକ୍ ଦେକ୍ଲି । ପସୁ ଆରି ତାର୍ ମୁର୍ତି ଉପ୍ରେ ଜୁଇଦ୍ କରି ଜିତିରଇବା ଲକ୍ମନ୍କେ ମିସା ମୁଇ ଦେକ୍ଲି । ସେ ପସୁର୍ ନାଉଁ ଗଟେକ୍ ଲମରର୍ ବାଦୁଲେ ରଇଲା । ସେମନ୍ କାଁଚର୍ ସମ୍ଦୁର୍ ପାଲିବାଟେ ଟିଆ ଅଇରଇଲାଇ । ପର୍ମେସର୍ ସେମନ୍କେ ଦେଇରଇବା ବିଣା ତାକର୍ ଆତେ ରଇଲା ।
ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।