9 ଚାରିଟା ଜିବନ୍ ରଇବା ପସୁମନ୍ ଜେ ବସ୍ବା ଜାଗାଇ ବସିରଇଲା ତାର୍ ମଇମାର୍, ଡାକ୍ପୁଟା ଆରି ଦନିଅବାଦର୍ ଗିତ୍ ସୁନାଇତେରଇଲାଇ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚ୍ସି । ସେମନ୍ ସେନ୍ତାରି କଲାକେ
ସେଟାର୍ ପାଇ ଜନ୍ ଲକ୍ମନ୍ ତାକେ ବିସ୍ବାସ୍ କରି ଲଗେ ଆଇବାଇ, ସେମନ୍କେ ସବୁବେଲର୍ପାଇ ରକିଆ କରିପାର୍ସି । କାଇକେ ବଇଲେ ସେମନର୍ ପାଇ ପରମେସରର୍ ମୁଆଟେ ଗୁଆରି କର୍ବାକେ ସେ ଜୁଗ୍ ଜୁଗର୍ ପାଇ ଜିବନ୍ ଅଇକରି ଆଚେ ।
ଲେବିର୍ ଜେତ୍କି ନାତିତିତିମନ୍, ଦସ୍ବାଗେ ଅନି ଗଟେକ୍ ବାଗ୍ ନେଇରଇଲାଇ, ସେମନ୍ ସବୁଲକ୍ ଜାକ ଗଟେକ୍ ଦିନ୍ ମର୍ବାଇ । ମାତର୍ ମଲ୍କିସେଦକର୍ ମରନ୍ ବିସଇ ସାସ୍ତରେ କନ୍ତି ମିସା ଲେକା ଅଏନାଇ । ତାର୍ ବାଦୁଲେ ତେଇ ଲେକାଅଇଲା ଆଚେ, ତାର୍ ପୁଜାରି ପଦ୍ ନ ବାଦ୍ଲିକରି ସବୁ ଦିନର୍ପାଇ ରଇସି ।
ମୁଇସେ ଜିବନ୍ ରଇବା ଲକ୍ । କାଇକେବଇଲେ ମୁଇ ମରିରଇଲି ମିସା ଦେକା କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚିକରି ଆଚି । ମର୍ ଆତେ ମରନର୍ ଆରି ପାତାଲର୍ କୁଚିକାଡି ଆଚେ । ମରିରଇବା ସବୁ ଲକ୍ମନର୍ ଉପ୍ରେ ଆରି ମଲାଲକ୍ମନ୍କେ କନ୍ତି ପାଟାଇବାର୍, ସେଟା ମର୍ ଅଦିକାର୍ଆଚେ ।
ପର୍ମେସରର୍ ନାଉଁ ଦାରି ସେ ଗଟେକ୍ ସପତ୍ କଲା । ପର୍ମେସର୍ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚ୍ସି । ସେ ସର୍ଗେ ରଇବାଟା, ଦର୍ତନିତେଇ ରଇବାଟା ଆରି ସମ୍ଦୁରେ ରଇବା ସବୁଜାକ ତିଆର୍ କଲା । ସେ ଦୁତ୍ କଇଲା, “ଆରି ଅଲ୍ସମ୍ ନ ଅଏ ।”
ଚାର୍ଟା ଜିବନ୍ ରଇବା ପସୁମନର୍ ବିତ୍ରେ ଗଟେକ୍ ସବୁବେଲର୍ ପର୍ମେସରର୍ ରିସାସଙ୍ଗ୍ ବର୍ତି ଅଇରଇବା ସାତ୍ଟା ସୁନାର୍ ଗିନା, ସେ ସାତ୍ଟା ଦୁତ୍ମନ୍କେ ଦେଲା ।
ତାର୍ପଚେ ଜେ ବସ୍ବା ଜାଗାଇ ବସିରଇଲା, ସେ କଇଲା “ମୁଇ ଏବେ ସବୁ ବିସଇ ନୁଆ କଲିନି ।” ସେ ମକେ ଆରି କଇଲା “ଏଟା ଲେକିକରି ସଙ୍ଗ । କାଇକେବଇଲେ ଏ ବାକିଅ ସବୁ ସତ୍ । ଆରି ବିସ୍ବାସ୍ କରିଅଇସି ।”
ସେ ଦାପ୍ରେ ଆତ୍ମା ମକେ ଗଟେକ୍ ସପନ୍ ଦେକାଇଲା । ସର୍ଗର୍ ବସ୍ବାଟାନେ ଗଟେକ୍ ଲକ୍ ବସିରଇବାଟା ମୁଇ ଦେକ୍ଲି ।
ସେ ଚାରିଟା ଜାକ ଜିବନ୍ ରଇବା ପସୁମନ୍କେ ଗଟେକ୍କେ ଚଅଟା ଲାକା ଡେନା ରଇଲା । ଆରି ତାକର୍ବାଇରେ ବିତ୍ରେ ମିସା ଆଁକି ରଇଲା । ଦିନ୍ ରାତି ଗିତ୍ କଇବାଟା ସେମନ୍ ତେବତ୍ନାଇ । ସବୁର୍ଟାନେ ଅନି ବପୁରଇବା ମାପ୍ରୁ ପର୍ମେସର୍, ସୁକଲ୍ଟା ! ସୁକଲ୍ଟା ! ସୁକଲ୍ ସେ ! ସେ ଆଗ୍ତୁ ରଇଲା, ଏବେ ଆଚେ ଆରି ସେ କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି !
ଜେ ବସ୍ବା ଜାଗାଇ ବସିରଇଲା ତାର୍ ଉଜା ଆତେ ଗୁଡିଆଇଅଇରଇବା ଗଟେକ୍ ପୁର୍ନା କାଗଜ୍ ଦେକ୍ଲି । ସେଟା ଦୁଇବାଟେ ଲେକା ଅଇରଇଲା । ଆରି ସାତ୍ଟା ସିଲ୍ ମାରି ଡାବିରଇଲାଇ ।
ସେମନ୍ ଆମ୍କେ ଦୟା କର୍ ବଲି ବାବୁଜିଆ କଲାଇ । ଆରି ଡଙ୍ଗର୍ମନ୍କେ ଆରି ପାକ୍ନାମନ୍କେ ଆଉଲିଅଇକରି କଇଲାଇ, “ଆମର୍ ଉପ୍ରେ ଅଦ୍ରା ଆରି ଆମ୍କେ ଆଡୁକା ଉଆ । ଜେନ୍ତାରି କି ଜେ ବସ୍ବା ଜାଗାଇ ବସିଆଚେ, ସେ ଆମ୍କେ ନ ଦେକେ । ଆରି ମେଣ୍ଡାର୍ ବଡ୍ ରିସାଇଅନି ଆମେ ରକିଆ ପାଇବୁ ।
ସେଟାର୍ ପାଇ ସେ ଲକ୍ମନ୍ ପର୍ମେସରର୍ ବସ୍ବା ଜାଗାର୍ ମୁଆଟେ ରଇ ତାର୍ ମନ୍ଦିରେ ଦିନ୍ ରାତି ତାକେ ସେବା କଲାଇନି । ଜେ ବସ୍ବା ଜାଗାଇ ବସ୍ଲାଆଚେ, ସେ ସେମନ୍କେ ରକିଆ କର୍ସି ।