4 ସେ କାଗଜ୍ ମେଲାକରି ବିତ୍ରର୍ଟା ଦେକ୍ବାକେ କେ ନାପାର୍ଲାଇଜେ ମୁଇ ବେସି ମନ୍ଦୁକ୍ କରି କାନ୍ଦ୍ଲି ।
ସେବେଲେ ମୁଇ ଆରିଗଟେକ୍ ଦର୍ସନ୍ ଦେକ୍ଲି । ସର୍ଗେ ଗଟେକ୍ ଉଗାଡିରଇବା କାପାଟ୍ ରଇଲା । ଆଗେ ସୁନିରଇବା ମଇରି ପାରା ସବଦ୍ ଆରିତରେକ୍ ସୁନ୍ଲି । ଉପ୍ରେ ଚଗି ଆଉ, ଏଟାର୍ପଚେ କାଇଟା ଅଇସି ମୁଇ ତକେ ଜାନାଇବି ।
ମାତର୍ ସର୍ଗେ କି ମଚ୍ପୁରେ କି ପାତାଲେ କେ ମିସା ସେ କାଗଜ୍ ମେଲାକରି ଦେକି ନାପାର୍ଲାଇ ।
ତାର୍ପଚେ ଗଟେକ୍ ପାର୍ଚିନ୍ ମକେ କଇଲା, “କାନ୍ଦ୍ନାଇ, ଏଦେ ଦେକା ! ଜିଉଦା ବଁସେଅନି ଆଇବା ସିଅଁ, ଜେ କି ଦାଉଦର୍ ଗଟେକ୍ ଡାକ୍ପୁଟାର୍ ନାତିତିତି, ସେ ଜିତ୍ଲାଆଚେ । ସେ ସାତ୍ଟା ସିଲ୍ ବାଙ୍ଗାଇସି ଆରି କାଗଜ୍ ମେଲାକରି ପାର୍ସି ।”