ପର୍କାସିତ 6:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ତାର୍ପଚେ ମେଣ୍ଡାପିଲା ପାଁଚ୍ ଲମର୍ ସିଲ୍ ବାଙ୍ଗାଇଲା । ଆରି ଏଦେ ଦେକା ! ବେଦିର୍ ତଲ୍ବାଟେ ସତ୍ବାବେ ସାକି ଦେଲାର୍ପାଇ ଆରି ପର୍ମେସରର୍ ବାକିଅ ଜାନାଇଲାର୍ପାଇ ଜନ୍ ଲକ୍ମନ୍ ମରାଇ ଅଇରଇଲାଇ ତାକର୍ ଆତ୍ମାମନ୍କେ ଦେକ୍ଲି । Faic an caibideil |
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।