4 ସେମନ୍ ସେ ଲକ୍ମନ୍କେ ଚିନ୍ କରି ସାରାଇଲା ପଚେ, ସଏ ଚାଲିସ୍ ଚାରି ଅଜାର୍ ଲକ୍ମନ୍କେ ଚିନ୍ ଦେଲୁ ବଲି ମକେ କଇଲା । ସେମନ୍ ଇସ୍ରାଏଲର୍ ବାର୍ଟା ବଁସେଅନି ରଇଲାଇ ।
ଜିସୁ ସେମନ୍କେ କଇଲା, “ଏ କାତା ସତ୍ ବଲି ଜାନ୍ସା, ଜେଡେବେଲେ ନୁଆ ଜୁଗେ ନର୍ପିଲା ମୁଇ ମର୍ ଡାକ୍ପୁଟା ଅଇବା ବସ୍ବାଟାନେ ବସ୍ବି । ମର୍ ବାର୍ଟା ସିସ୍, ତମେ ମିସା, ବାର୍ଟା ବସ୍ବାଟାନେ ବସି ଇସ୍ରାଏଲର୍ ବାର୍ଟା କୁଟୁମ୍କେ ସାସନ୍ କର୍ସା ।
ସେ ଗତିଦାଙ୍ଗ୍ଡା ଜାଇକରି ସାଉକାର୍ କଇଲାପାରା ଲକ୍ମନ୍କେ ଆନ୍ଲା । ତାର୍ ପଚେ ଗତିଦାଙ୍ଗ୍ଡା ତାର୍ ସାଉକାର୍କେ କଇଲା, “ଏ ସାଉକାର୍ ତୁଇ କଇଲା ଇସାବେ ମୁଇ ଡାକିଆନ୍ଲି । ଏଲେ ମିସା ଆରି କେତେ ଲକର୍ ପାଇ ଜାଗା ଆଚେ ।”
ଆରି ତମେ ମର୍ ରାଇଜେ ମର୍ସଙ୍ଗ୍ ବସି କାଆପିଆ କର୍ସା । ରାଜ୍ଗାଦି ବସି ଇସ୍ରାଏଲର୍ ବାରଟା ଜାତିର୍ ଲକ୍ମନ୍କେ ସାସନ୍ କର୍ସା ।”
ମାତର୍ ଏ ରାଜା, ଏ ଆସା ଆମର୍ ବାର୍ଟା ଜିଉଦି ଜାତିର୍ ଲକ୍ ଦିନ୍ ରାତି ମାପ୍ରୁକେ ପାର୍ତନା କରି, ପାଇବାକେ ଆସାକଲାଇନି । ଆରି ଏ ଆସାର୍ ଲାଗି ଆମର୍ ଜିଉଦିମନ୍ ମକେ ଦସି କରିଆଚତ୍ ।
ଆରି ଇସ୍ରାଏଲ୍ ବିସଇନେଇ ଜିସାୟ କଇଲା ଆଚେ, “ଇସ୍ରାଏଲିୟମନ୍ ସମ୍ଦୁରର୍ ବାଲିପାରା ଅଇଲେ ମିସା, ସେମନର୍ ବିତ୍ରେଅନି କେତେଲକ୍ସେ ମୁକ୍ତି ପାଇବାଇ ।
ମୁଇ ଜାକୁବ ମାପ୍ରୁ ଜିସୁକିରିସ୍ଟ ଆରି ବାବା ପର୍ମେସରର୍ ଗଟେକ୍ ଗତିଦାଙ୍ଗ୍ଡା । ଗୁଲାଇ ଜଗତେ ଚିନ୍ଚତର୍ ଅଇଜାଇରଇବା ପର୍ମେସରର୍ ବାର୍ଟା କୁଟୁମର୍ ଲକ୍ମନ୍କେ ମୁଇ ଜୁଆର୍ ଜାନାଇକରି ଏ ଚିଟି ଲେକ୍ଲିନି ।
ତାର୍ପଚେ ମୁଇ ସିୟନ୍ ପର୍ବତେ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ସଙ୍ଗ୍ ୧୪,୪୦୦୦ ଲକ୍ମନ୍ ରଇଲାଇ । ତାକର୍ କାପାଲେ ମେଣ୍ଡାପିଲାର୍ ନାଉଁ ଆରି ତାର୍ ବାବାର୍ ନାଉଁ ଲେକିରଇଲାଇ ।
ସେ ୧୪୪,୦୦୦ ଲକ୍ମନ୍ ବସ୍ବା ଜାଗାର୍ ଚାର୍ଟା ବଁଚିରଇବା ପସୁମନର୍, ପାର୍ଚିନ୍ମନର୍ ମୁଆଟେ ଟିଆଅଇଲାଇ । ସେମନ୍ ଗଟେକ୍ ନୁଆ ଗିତ୍ କଇତେରଇଲାଇ । ସେମନ୍ ଆକା ସେ ଗିତ୍ ଜାନିରଇଲାଇ । ସେମନ୍ସେ ମୁକ୍ତି ପାଇରଇବା ଲକ୍ମନ୍ ।
ଜିଉଦା ବଁସେଅନି ବାରଅଜାର୍ । ସେନ୍ତାରିସେ ରୁବେନ୍ଅନି, ଗାଦ୍ ନାଉଁର୍ ଜାଗାଇଅନି ବାର ଅଜାର୍ ।
ତାର୍ପଚେ ଗଟେକ୍ ବଡ୍ଦଲ୍ ଅଇକରି ଗଡାଲଗେ ଆଇତେ ରଇବା ସନିଅମନ୍ ଜନ୍ଲକ୍ମନ୍ କି ଦୁଇସ ଲକିଅ ଲକ୍ମନ୍ ଆଚତ୍ ବଲି ସେମନ୍ କଇଲାଇ, ସେଟା ଦେକ୍ଲି ।