ତାର୍ପଚେ ମୁଇଦେକ୍ଲି ଏଦେ ଦେକା ! ତେଇ ଏତେକ୍ ମାନ୍ଦା ଲକ୍କେ ଦେକ୍ଲି ଜେ ସେ ଲକ୍ମନ୍କେ କେ ମିସା ଏଜି ନାପାରତ୍ । ସେମନ୍ ସବୁ ଜାତିଅନି, ବଁସେଅନି, ରାଇଜେଅନି, ଆରି ବାସାଇଅନି ଆସିରଇଲାଇ । ସେମନ୍ ବସ୍ବା ଜାଗାର୍ ମୁଆଟେ ଆରି ମେଣ୍ଡାପିଲାର୍ ମୁଆଟେ ଟିଆଅଇଲାଇ । ସେମନ୍ ଦବ୍ ଲୁଗାପିନ୍ଦିକରି ଆରି ଆତେ କଜ୍ରି ଡାଲ୍ ଦାରିରଇଲାଇ ।