ପର୍କାସିତ 7:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ତାର୍ପଚେ ମୁଇଦେକ୍ଲି ଏଦେ ଦେକା ! ତେଇ ଏତେକ୍ ମାନ୍ଦା ଲକ୍କେ ଦେକ୍ଲି ଜେ ସେ ଲକ୍ମନ୍କେ କେ ମିସା ଏଜି ନାପାରତ୍ । ସେମନ୍ ସବୁ ଜାତିଅନି, ବଁସେଅନି, ରାଇଜେଅନି, ଆରି ବାସାଇଅନି ଆସିରଇଲାଇ । ସେମନ୍ ବସ୍ବା ଜାଗାର୍ ମୁଆଟେ ଆରି ମେଣ୍ଡାପିଲାର୍ ମୁଆଟେ ଟିଆଅଇଲାଇ । ସେମନ୍ ଦବ୍ ଲୁଗାପିନ୍ଦିକରି ଆରି ଆତେ କଜ୍ରି ଡାଲ୍ ଦାରିରଇଲାଇ । Faic an caibideil |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।