ପର୍କାସିତ 8:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ତାର୍ପଚେ ତିନ୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ସେ ଦାପ୍ରେସେ ଆକାସେ ଅନି ଜଇଅଲା ପାରା ଲାଗ୍ତେରଇବା ଗଟେକ୍ ବଡ୍ ତାରା ବାଦ୍ଲେଅନି ଅଦର୍ଲା । ସେଟା ତିନ୍ବାଗେଅନି ଗଟେକ୍ ବାଗର୍ ଗାଡ୍ମନ୍କେ ଆରି ଜଲାମନର୍ ଉପ୍ରେ ଅଦର୍ଲା । Faic an caibideil |
ସେମନ୍ ସମ୍ଦୁରର୍ ଲଅଡି ଜେନ୍ତି ପେପୁଲ୍ ବାର୍କର୍ସି, ସେ ପେପୁଲ୍ପାରା ତାକର୍ ଲାଜର୍ ଚଲାଚଲ୍ତି ଡିସ୍ସି । ଆକାସର୍ କେତେକ୍ କେତେକ୍ ତାରାମନ୍ ଜେନ୍ତି ତାକର୍ ପାଇ ରଇବା ଜାଗାଇ ନ କିନ୍ଦ୍ରିକରି ବିନ୍ବାଟେ ବୁଲ୍ତେରଇବାଇ, ସେମନ୍ ସମାନ୍ ସେନ୍ତାରିସେ । ପର୍ମେସର୍ ସେମନର୍ପାଇ ଗଟେକ୍ ବଡ୍ ଗଇରି ରଇବା ଆନ୍ଦାରର୍ ଜାଗା ସଙ୍ଗଇଆଚେ । ଜନ୍ତିକି ସେମନ୍ ସବୁଦିନର୍ପାଇ ରଇବାଇ ।