ପର୍କାସିତ 8:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ତାର୍ପଚେ ଦୁଇଲମର୍ ଦୁତ୍ ମଇରି ପୁକ୍ଲା । ଆରି ଏଦେ ଦେକା ! ଗଟେକ୍ ବଡ୍ କୁପ୍ଲି, ଜନ୍ଟା ଜଇ ଲାଗ୍ତେରଇଲା, ସେଟା ସମ୍ଦୁର୍ ବିତ୍ରେ ପିଙ୍ଗା ଅଇଲା । ଆରି ସମ୍ଦୁରର୍ ପାନି ତିନ୍ବାଗେ ଅନି ଗଟେକ୍ ବାଗ୍ ବନି ଅଇଗାଲା । Faic an caibideil |