ପର୍କାସିତ 8:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଆରି ସମ୍ଦୁର୍ ବିତ୍ରେ ରଇବା ତିନ୍ବାଗେଅନି ଗଟେକ୍ ବାଗ୍ ଜଁତ୍ଜିଆଦ୍ ମରିଗାଲାଇ । ଆରି ତିନ୍ବାଗେଅନି ଗଟେକ୍ ବାଗ୍ ପାନି ଜାଜ୍ ମିସା କୁରୁପ୍ନାସ୍ ଅଇଗାଲା । Faic an caibideil |
ତାର୍ପଚେ ଚାର୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ବେଲର୍ ତିନ୍ବାଗେଅନି ଗଟେକ୍ ବାଗ୍କେ ମାଡ୍ ଅଇଲା । ସେନ୍ତାରିସେ ଜନର୍ ତିନ୍ବାଗେଅନି ଗଟେକ୍ ବାଗ୍, ଆରି ତାରା ମନର୍ ତିନ୍ବାଗେ ଅନି ଗଟେକ୍ ବାଗ୍ ନସ୍ଟ ଅଇଗାଲା । ତେବର୍ ପାଇ ଜନ୍ ଆରି ତାରାମନର୍ ଉଜଲ୍ ଦେବାଟା ତିନ୍ବାଗେଅନି ଗଟେକ୍ ବାଗ୍ ଉନା ଅଇଗାଲା । ତାର୍ପଚେ ଦିନ୍ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଆରି ରାତି ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଉଜଲ୍ ନ ରଇଲା ।