ରମିୟ 1:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ମାତର୍ ସେ ପୁରାପୁରୁନ୍ ସୁକଲ୍ ରଇଲା, ଆରି ପର୍ମେସରର୍ ବଡ୍ ବପୁସଙ୍ଗ୍ ତାକେ ମଲାଟାନେଅନି ଉଟାଇଲା । ମଲାଟାନେଅନି ଉଟ୍ଲାର୍ପାଇ ସେ ପରମେସରର୍ ପଅ ବଲି ଦେକାଇଲା । Faic an caibideil |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”