୧ ପିତର 3:4 - ପବିତ୍ର ବାଇବଲ (CL) NT (BSI)4 ପ୍ରକୃତ ସୌଦର୍ଯ୍ୟ ହେଉଛି, ତୁମ ଅନ୍ତରର ମୃଦୁ ନମ୍ରଭାବ। ତୁମ୍ଭମାନଙ୍କର ସେହି ଅକ୍ଷୟ ଭୂଷଣ ଈଶ୍ୱରଙ୍କ ଦୃଷ୍ଟିରେ ସବୁଠାରୁ ମୂଲ୍ୟବାନ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ଵଭାବ ଈଶ୍ଵରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ। Faic an caibideilଓଡିଆ ବାଇବେଲ4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ୱରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ । Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ। Faic an caibideilପବିତ୍ର ବାଇବଲ4 ତୁମ୍ଭର ସୌନ୍ଦର୍ଯ୍ୟ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦେବା ଉଚିତ୍। ଏହି ସୌନ୍ଦର୍ଯ୍ୟ କେବେ ହେଲେ ସମାପ୍ତ ହେବ ନାହିଁ। ପରମେଶ୍ୱର ଏହାକୁ ସବୁଠାରୁ ମୂଲ୍ୟବାନ୍ ମନେ କରନ୍ତି। Faic an caibideil |