୧ ତୀମଥି 3:13 - ପବିତ୍ର ବାଇବଲ (CL) NT (BSI)13 ସେବକ ଭାବରେ ଯେଉଁମାନେ କୃତିତ୍ୱ ଦେଖାଇବେ, ସେମାନେ ମଣ୍ଡଳୀରେ ସମ୍ମାନିତ ହେବେ ଏବଂ ଖ୍ରୀଷ୍ଟବିଶ୍ୱାସ ସମ୍ପର୍କରେ ନିର୍ଭୀକ ଭାବରେ ନିଜ ମତ ପ୍ରକାଶ କରିପାରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)13 କାରଣ ଯେଉଁମାନେ ଉତ୍ତମ ରୂପେ ସେବକ-କର୍ମ କରିଅଛନ୍ତି, ସେମାନେ ଆପଣା ଆପଣା ନିମନ୍ତେ ସୁଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସମୂଳକ ବିପୁଳ ସାହସ ଲାଭ କରିବେ। Faic an caibideilଓଡିଆ ବାଇବେଲ13 କାରଣ ଯେଉଁମାନେ ଉତ୍ତମ ରୂପେ ସେବକ କାର୍ଯ୍ୟ କରିଅଛନ୍ତି, ସେମାନେ ନିଜ ନିଜ ପାଇଁ ଉତ୍ତମ ଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ଅଧିକ ସାହସ ପାଇବେ । Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ଯେଉଁମାନେ ଉତ୍ତମ ରୂପେ ସେବକ କାର୍ଯ୍ୟ କରିଅଛନ୍ତି, ସେମାନେ ନିଜ ନିଜ ପାଇଁ ଉତ୍ତମ ଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ଅଧିକ ସାହସ ପାଇବେ। Faic an caibideilପବିତ୍ର ବାଇବଲ13 ଯେଉଁ ଲୋକମାନେ ଭଲ ଭାବରେ ସେବା କରନ୍ତି, ସେମାନେ ନିଜ ପାଇଁ ସମ୍ମାନଜନକ ସ୍ଥାନ ଅଧିକାର କରନ୍ତି ଏବଂ ସେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ବିଶ୍ୱାସ ସମ୍ପର୍କରେ ଦୃଢ଼ ନିଶ୍ଚୟତା ବୋଧ ପାଆନ୍ତି। Faic an caibideil |