Biblia Todo Logo
Bìoball air-loidhne

- Sanasan -




୧ ତୀମଥି 3:5 - ପବିତ୍ର ବାଇବଲ (CL) NT (BSI)

5 ଯେଉଁ ବ୍ୟକ୍ତି ନିଜ ପରିବାରକୁ ଚଳାଇବା ପାଇଁ ଅସମର୍ଥ, ସେ ଈଶ୍ୱରଙ୍କ ଉପାସକ ମଣ୍ଡଳୀର ଯତ୍ନ ନେବେ କିପରି?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 (କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ଵରଙ୍କ ମଣ୍ତଳୀର ତତ୍ତ୍ଵ ନେବ?)

Faic an caibideil Dèan lethbhreac

ଓଡିଆ ବାଇବେଲ

5 (କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ୱରଙ୍କ ମଣ୍ଡଳୀର ଦାୟିତ୍ୱ ନେବ ?)

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ବରଙ୍କ ମଣ୍ଡଳୀର ଦାୟିତ୍ୱ ନେବ?

Faic an caibideil Dèan lethbhreac

ପବିତ୍ର ବାଇବଲ

5 ଯଦି ଜଣେ ପରିବାରର ନେତୃତ୍ୱ ଦେଇ ଜାଣି ନାହିଁ, ସେ ପରମେଶ୍ୱରଙ୍କ ମଣ୍ଡଳୀର ଯତ୍ନ ନେଇ ପାରିବ ନାହିଁ।

Faic an caibideil Dèan lethbhreac




୧ ତୀମଥି 3:5
8 Iomraidhean Croise  

ଅତଏବ ତୁମ୍ଭେମାନେ ନେତା ରୂପେ ନିଜ ବିଷୟରେ ଓ ପବିତ୍ରଆତ୍ମା ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଯେଉଁ ବିଶ୍ୱାସୀ ପଲକୁ ଛାଡ଼ି ଦେଇଛନ୍ତି, ସେହି ସମସ୍ତଙ୍କ ବିଷୟରେ ଯତ୍ନଶୀଳ ହୁଅ। ମେଷପାଳକ ପରି ଈଶ୍ୱରଙ୍କ ମଣ୍ଡଳୀର ଯତ୍ନ ନିଅ। ସେହି ମଣ୍ଡଳୀକୁ ସେ ତାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ନିଜସ୍ୱ କରିଅଛନ୍ତି।


ତୁମ୍ଭେମାନେ ଅନ୍ୟ ଦେଶୀୟ, ଇହୁଦୀ କିମ୍ବା ଈଶ୍ୱରଙ୍କ ମଣ୍ଡଳୀ, କାହାରି ବିଘ୍ନ ସ୍ୱରୂପ ହୁଅ ନାହିଁ।


ଈଶ୍ୱର ସମସ୍ତ ବିଷୟ ଖ୍ରୀଷ୍ଟଙ୍କ ପାଦ ତଳେ ରଖିଛନ୍ତି ଏବଂ ସମସ୍ତ ବିଷୟ ଉପରେ ତାଙ୍କୁ ସର୍ବୋପରିସ୍ଥ ପ୍ରଭୁ ରୂପେ ମଣ୍ଡଳୀକୁ ପ୍ରଦାନ କରିଛନ୍ତି।


ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କଠାରେ ବଶୀଭୂତ, ସ୍ତ୍ରୀମାନେ ଠିକ୍ ସେହିପରି ନିଜ ନିଜ ସ୍ୱାମୀ ନିକଟରେ ସମ୍ପୂର୍ଣ୍ଣଭାବେ ବଶୀଭୂତା ହୁଅନ୍ତୁ।


ଶାସ୍ତ୍ରର ଏହି ଅଂଶରେ ଏକ ନିଗୂଢ଼ ସତ୍ୟ ପ୍ରକାଶିତ ହୋଇଛି: ଏହା ଖ୍ରୀଷ୍ଟ ଓ ମଣ୍ଡଳୀ ପ୍ରତି ପ୍ରଯୁଜ୍ୟ ବୋଲି ମୁଁ ବୁଝିଛି।


କିନ୍ତୁ ଯଦି ମୋର ଆସିବା ବିଳମ୍ବ ହେବ, ଜୀବନ୍ତ ଈଶ୍ୱରଙ୍କ ପରିବାର ସ୍ୱରୂପେ ଏହି ଉପାସକ ମଣ୍ଡଳୀରେ ଆମକୁ କିପରି ଆଚରଣ କରିବାକୁ ହେବ, ଏହି ପତ୍ରରୁ ତାହା ତୁମେ ଜାଣି ପାରିବ। ଏହି ମଣ୍ଡଳୀ ହିଁ ସନାତନ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ।


Lean sinn:

Sanasan


Sanasan