୧ ତୀମଥି 4:7 - ପବିତ୍ର ବାଇବଲ (CL) NT (BSI)7 ଈଶ୍ୱରଙ୍କୁ ଅପମାନିତ କରୁଥିବା ମୂଲ୍ୟହୀନ କିମ୍ବଦନ୍ତୀଗୁଡ଼ିକୁ ପରିହାର କରି, ତୁମ ଧର୍ମ ଜୀବନକୁ ବଳିଷ୍ଠ କରିବାକୁ ଅଭ୍ୟାସ କର। Faic an caibideilପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ବୃଦ୍ଧା ସ୍ତ୍ରୀମାନଙ୍କର ଅସାର କାହାଣୀସବୁ ଅଗ୍ରାହ୍ୟ କର। ଈଶ୍ଵରପରାୟଣ ଜୀବନ ଯାପନ କରିବା ନିମନ୍ତେ ଅଭ୍ୟାସ କର, Faic an caibideilଓଡିଆ ବାଇବେଲ7 କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ । ଈଶ୍ୱରପରାୟଣ ଜୀବନ ଯାପନ କରିବା ନିମନ୍ତେ ଅଭ୍ୟାସ କର, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର, Faic an caibideilପବିତ୍ର ବାଇବଲ7 ପରମେଶ୍ୱରଙ୍କ ସତ୍ୟ ସହିତ ମେଳ ନ ଖାଉଥିବା ନିର୍ବୋଧ କାହାଣୀମାନ ଲୋକେ କୁହନ୍ତି। ଏଭଳି କାହାଣୀଗୁଡ଼ିକୁ ପାଳନ କର ନାହିଁ। କିନ୍ତୁ ତୁମ୍ଭେ ପ୍ରକୃତ ଭାବରେ ପରମେଶ୍ୱରଙ୍କୁ ସେବା କରିବା ଲାଗି ନିଜକୁ ଶିକ୍ଷିତ କର। Faic an caibideil |