Biblia Todo Logo
Bìoball air-loidhne

- Sanasan -




୧ ତୀମଥି 4:9 - ପବିତ୍ର ବାଇବଲ (CL) NT (BSI)

9 ଏହା ନିରାଟ ସତ୍ୟ ଏବଂ ସମସ୍ତେ ଏହା ଉପଲବ୍ଧି କରି ପୂର୍ଣ୍ଣପ୍ରାଣରେ ବିଶ୍ୱାସ କରିବା ଆବଶ୍ୟକ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଏହି ବାକ୍ୟ ବିଶ୍ଵାସ୍ୟ ଓ ସର୍ବତୋଭାବେ ଗ୍ରହଣ-ଯୋଗ୍ୟ;

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଏହି ବାକ୍ୟ ବିଶ୍ୱାସ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ;

Faic an caibideil Dèan lethbhreac

ପବିତ୍ର ବାଇବଲ

9 ମୁଁ ଯାହା କହୁଛି ତାହା ସତ୍ୟ, ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍।

Faic an caibideil Dèan lethbhreac




୧ ତୀମଥି 4:9
2 Iomraidhean Croise  

ମାଲିକ ଖୁସି ହୋଇ କହିଲେ, ‘ଠିକ୍ କରିଛ, ତୁମେ ମୋର ଉପଯୁକ୍ତ ଓ ବିଶ୍ୱସ୍ତ ଦାସ। ତୁମେ ବିଶ୍ୱସ୍ତ ଭାବରେ ଅଳ୍ପ ଧନର କାରବାର କରିପାରିଥିବାରୁ ତୁମ ହାତରେ ବହୁତ ଧନ ଛାଡ଼ି ଦେବି। ଆସ, ମୋ’ ସହିତ ଆନନ୍ଦ କର।’


ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ପୃଥିବୀକୁ ଆସିଥିଲେ, ଏହା ଗୋଟିଏ ନିରାଟ ସତ୍ୟ - ସମସ୍ତେ ଏହାକୁ ପୂର୍ଣ୍ଣ ମାତ୍ରାରେ ଉପଲବ୍ଧି କରିବା ଆବଶ୍ୟକ। ସେହି ପାପୀମାନଙ୍କ ମଧ୍ୟରେ ମୁଁ ସମସ୍ତଙ୍କଠାରୁ ଅଧମ।


Lean sinn:

Sanasan


Sanasan