୨ ତୀମଥି 2:20 - ପବିତ୍ର ବାଇବଲ (CL) NT (BSI)20 ଜଣେ ସମ୍ଭ୍ରାନ୍ତ ବ୍ୟକ୍ତିଙ୍କ ଗୃହରେ ବିଭିନ୍ନ ପ୍ରକାର ପାତ୍ର ମହଜୁଦ୍ ଥାଏ। ସେଥିରୁ କେତୋଟି ମୂଲ୍ୟବାନ- ସୁନା ରୂପାରେ ତିଆରି; ପୁଣି କେତୋଟି ଶସ୍ତା ଦରର - ମାଟି ବା କାଠରେ ତିଆରି। କେତୋଟି ପାତ୍ର ପର୍ବପର୍ବାଣୀ ପ୍ରଭୃତି ଉତ୍ସବ ବେଳେ ବ୍ୟବହୃତ ହୁଏ; ଅନ୍ୟଗୁଡ଼ିକ ଦୈନନ୍ଦିନ କାର୍ଯ୍ୟରେ ଲାଗେ। Faic an caibideilପବିତ୍ର ବାଇବଲ (Re-edited) - (BSI)20 ଗୋଟିଏ ବଡ଼ ଘରେ ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ। Faic an caibideilଓଡିଆ ବାଇବେଲ20 ଗୋଟିଏ ବଡ଼ ଘରେ (ଧନୀ) ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ । Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଗୋଟିଏ ବଡ଼ ଘରେ ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ। Faic an caibideilପବିତ୍ର ବାଇବଲ20 ଗୋଟିଏ ବଡ଼ ଘରେ ସୁନା ଓ ରୂପାର ଜିନିଷ ସହିତ ମାଟି ଓ କାଠର ଜିନିଷ ମଧ୍ୟ ଥାଏ। କେତେକ ଜିନିଷ ବିଶେଷ ଉଦ୍ଦେଶ୍ୟ ପାଇଁ ବ୍ୟବହାର ହୁଏ। କେତେକ ଜିନିଷ ନୀଚ କାର୍ଯ୍ୟ ପାଇଁ ବ୍ୟବହାର ହୁଏ। Faic an caibideil |
ତୁମ୍ଭେମାନେ ଏକ ଆଧ୍ୟାତ୍ମିକ ମନ୍ଦିର ନିର୍ମାରରେ ଜୀବନ୍ତ ପ୍ରସ୍ତର ରୁପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣରେ ଜୀବନ୍ତ ପ୍ରସ୍ତର ରୂପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ବଳି ଉତ୍ସର୍ଗ କରିବା ପାଇଁ ପବିତ୍ର ଯାଜକର କାର୍ଯ୍ୟ କରିବ।