୨ ତୀମଥି 2:4 - ପବିତ୍ର ବାଇବଲ (CL) NT (BSI)4 ଯୁଦ୍ଧ ଅଭିଯାନରେ ନିବିଷ୍ଟ ଥିବାବେଳେ ସୈନିକ କେବଳ ତା’ର ସେନାପତିଙ୍କୁ ସନ୍ତୁଷ୍ଟ କରିବା ପାଇଁ ତତ୍ପର ଥାଏ। ସେତେବେଳେ ସେ କୌଣସି ବେସାମରିକ କାର୍ଯ୍ୟରେ ମନ ଦିଏ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)4 କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ। Faic an caibideilଓଡିଆ ବାଇବେଲ4 କୌଣସି ଲୋକ ସୖେନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୖେନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ | Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରିପାରେ। Faic an caibideilପବିତ୍ର ବାଇବଲ4 ଜଣେ ସୈନିକ ତା'ର ନାୟକକୁ ଖୁସୀ କରିବାକୁ ଚେଷ୍ଟା କରେ। ଅତଏବ ଦୈନିକ ଜୀବନର ଘଟଣାରେ ସେ ନିଜର ସମୟ ଅତିବାହିତ କରେ ନାହିଁ। Faic an caibideil |