Biblia Todo Logo
Bìoball air-loidhne

- Sanasan -




୨ ତୀମଥି 2:6 - ପବିତ୍ର ବାଇବଲ (CL) NT (BSI)

6 କଠିନ ପରିଶ୍ରମ କରିଥିବା କୃଷକ ଅମଳ ହୋଇଥିବା ଫସଲର ପ୍ରଥମାଂଶ ପାଇବା ଉଚିତ୍।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ୍ ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ଜଣେ ଗ୍ଭଷୀ ନିଜର କଠିନ ପରିଶ୍ରମ କରି ଯେଉଁ ଶସ୍ୟ ଉତ୍ପାଦନ କରିଛି, ସେ ପ୍ରଥମରେ ସେହି ଉତ୍ପାଦନରୁ ଖାଦ୍ୟ ପାଇବା ଉଚିତ୍।

Faic an caibideil Dèan lethbhreac




୨ ତୀମଥି 2:6
14 Iomraidhean Croise  

“ସ୍ୱର୍ଗରାଜ୍ୟ କିପରି, ଏହାର ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଲୋକ ଦିନେ ଭୋର୍ରୁ ତା’ର ଦ୍ରାକ୍ଷା କ୍ଷେତରେ କାମ କରିବା ପାଇଁ ମୂଲିଆ ଖୋଜିବାକୁ ବାହାରିଲା।


ପାଞ୍ଚ ହଜାର ମୁଦ୍ରା ପାଇଥିବା ଭୃତ୍ୟଟି ସେହି ଧନକୁ ବ୍ୟବସାୟରେ ଖଟାଇ ଆଉ ପାଞ୍ଚ ହଜାର ଲାଭ କଲା।


ସେ ସେମାନଙ୍କୁ କହିଲେ, “ଫସଲ ପ୍ରଚୁର, କିନ୍ତୁ ଅମଳ କରିବାକୁ ମୂଲିଆଙ୍କ ସଂଖ୍ୟା ଅଳ୍ପ। କ୍ଷେତର ମାଲିକଙ୍କ ନିକଟରେ ପ୍ରାର୍ଥନା କର, ଯେପରି ସେ ତାଙ୍କର ଫସଲ ସଂଗ୍ରହ କରିବାକୁ ଅଧିକ ଲୋକ ପଠାଇବେ।


ମୁଁ ସୁସମାଚାର ପ୍ରଚାର କରି, ଏଥିରୁ ଆଶୀର୍ବାଦପ୍ରାପ୍ତ ହେବା ନିମନ୍ତେ ଏ ସବୁ କରିଥାଏ।


ମୁଁ ଯାହା କହୁଛି, ମନ ଦେଇ ଚିନ୍ତା କର; ତା’ହେଲେ ଏ ସବୁ ବିଷୟର ତାତ୍ପର୍ଯ୍ୟ ବୁଝିବାକୁ ପ୍ରଭୁ ତୁମକୁ ଶକ୍ତି ଦେବେ।


ଈଶ୍ୱରଙ୍କ ଇଚ୍ଛା ସାଧନ କରି, ଯାହା ସେ ଦେବେ ବୋଲି ପ୍ରତିଜ୍ଞା କରିଛନ୍ତି, ତାହା ପାଇବା ଅ।ଶାରେ ଧୈର୍ଯ୍ୟ ଧରି ରୁହ।


ଯେଉଁ ଭୂମି ବୃଷିଜଳ ଗ୍ରହଣ କରି ବ୍ୟବହାରଯୋଗ୍ୟ ଶସ୍ୟ ଉତ୍ପନ୍ନ କରେ, ସେହି ଭୂମିକୁ ଈଶ୍ୱର ଆର୍ଶୀବାଦ କରନ୍ତି।


Lean sinn:

Sanasan


Sanasan