୨ ତୀମଥି 3:2 - ପବିତ୍ର ବାଇବଲ (CL) NT (BSI)2 ଲୋକେ ସ୍ୱାର୍ଥପର, ଲୋଭୀ, ଆତ୍ମଶ୍ଲାଘାକାରୀ ଓ ଆତ୍ମାଭିମାନୀ ହେବେ; ସେମାନେ ପିତାମାତାଙ୍କର ଅବାଧ୍ୟ ହୋଇ ସେମାନଙ୍କୁ ଅପମାନ ଦେବେ; ସେମାନଙ୍କ ମନରୁ କୃତଜ୍ଞତା ଓ ଧର୍ମଭାବ ଲୋପ ପାଇବ, Faic an caibideilପବିତ୍ର ବାଇବଲ (Re-edited) - (BSI)2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, Faic an caibideilଓଡିଆ ବାଇବେଲ2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, Faic an caibideilପବିତ୍ର ବାଇବଲ2 ସେହି ସମୟରେ ଲୋକେ କେବଳ ନିଜ ନିଜକୁ ଓ ଧନକୁ ଭଲ ପାଇବେ। ସେମାନେ ଅହଂକାରୀ ଓ ଉଦ୍ଧତ ହେବେ। ଅନ୍ୟ ଲୋକଙ୍କ ବିରୁଦ୍ଧରେ ନିନ୍ଦାକଥା କହିବେ। ପିତାମାତାଙ୍କୁ ମାନିବେ ନାହିଁ। ସେମାନେ ବିଶ୍ୱାସଘାତକ ହେବେ। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଜୀବନଯାପନ କରିବେ ନାହିଁ। Faic an caibideil |