Biblia Todo Logo
Bìoball air-loidhne

- Sanasan -




୨ ତୀମଥି 4:11 - ପବିତ୍ର ବାଇବଲ (CL) NT (BSI)

11 କେବଳ ଲୂକ ମୋ’ ନିକଟରେ ଅଛନ୍ତି। ତୁମେ ସାଙ୍ଗରେ ମାର୍କକୁ ନେଇ ଆସିବ; ସେ ମୋତେ ମୋ’ କାର୍ଯ୍ୟରେ ସାହାଯ୍ୟ କରିପାରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 କେବଳ ଲୂକ ମୋʼ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ଘେନି ଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 କେବଳ ଲୂକ ମୋ ସହିତ ଅଛନ୍ତି ।ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କେବଳ ଲୂକ ମୋ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ଏବେ ମୋ’ ସହିତ କେବଳ ଲୂକ ଅଛନ୍ତି। ତୁମ୍ଭେ ଆସିଲା ବେଳେ ମାର୍କଙ୍କୁ ତୁମ୍ଭ ସହିତ ନେଇ ଆସିବ। ସେ ଏଠାରେ ମୋ’ କାମରେ ଅତ୍ୟନ୍ତ ଆବଶ୍ୟକୀୟ ହୋଇପାରିବେ।

Faic an caibideil Dèan lethbhreac




୨ ତୀମଥି 4:11
15 Iomraidhean Croise  

“ବର୍ତ୍ତମାନ ଯେଉଁମାନେ ଆଗରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ପଛରେ ପଡ଼ିଯିବେ ଏବଂ ଯେଉଁମାନେ ପଛରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଆଗକୁ ଚାଲିଯିବେ।


ଏହି ଦୃଷ୍ଟାନ୍ତ କଥା ଶେଷ କରି ଯୀଶୁ କହିଲେ, “ଯେଉଁମାନେ ବର୍ତ୍ତମାନ ପଛରେ ଅଛନ୍ତି, ସେମାନେ ଆଗକୁ ଆସିବେ ଏବଂ ଯେଉଁମାନେ ଆଗରେ ଅଛନ୍ତି, ସେମାନେ ପଛରେ ପଡ଼ିଯିବେ।”


ବର୍ତ୍ତମାନ ଯେଉଁମାନେ ଶେଷରେ ଅଛନ୍ତି, ସେମାନେ ପ୍ରଥମ ହେବେ ଏବଂ ଯେଉଁମାନେ ପ୍ରଥମରେ ଅଛନ୍ତି, ସେମାନେ ଶେଷରେ ପଡ଼ିଯିବେ।”


ନିଜର ପରିସ୍ଥିତି ସମ୍ପର୍କରେ ସଚେତନ ହୋଇ ସେ ଯୋହନ ଓ ମାର୍କଙ୍କ ମାତା ମରିୟମଙ୍କ ଗୃହକୁ ଗଲେ। ସେଠାରେ ଅନେକ ଲୋକ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ।


ବର୍ଣ୍ଣବା ଓ ଶାଉଳ ଯିରୂଶାଲମରେ ସେବାକାର୍ଯ୍ୟ ଶେଷ କରି ଯୋହନ (ଓରଫ ମାର୍କ)ଙ୍କୁ ସଙ୍ଗରେ ନେଇ ଯିରୂଶାଲମରୁ ଆଣ୍ଟିୟୋଖକୁ ଫେରିଲେ।


ବର୍ଣ୍ଣବା ସେମାନଙ୍କ ସାଙ୍ଗରେ ଯୋହନ ନାମରେ ପରିଚିତ ମାର୍କଙ୍କୁ ନେବା ପାଇଁ ଇଚ୍ଛା କରିଥିଲେ,


ଏ ବିଷୟରେ ଭୀଷଣ ଯୁକ୍ତିତର୍କ ହେଲା ଓ ସେମାନଙ୍କର ବିଚ୍ଛେଦ ହେଲା। ବର୍ଣ୍ଣବା ମାର୍କଙ୍କୁ ନେଇ ସାଇପ୍ରସ୍‌ଙ୍କୁ ଜଳଯାତ୍ରା କଲେ।


ପାଉଲ ଏହି ଦର୍ଶନ ପାଇବାକ୍ଷଣି ମାସିଦୋନିଆକୁ ଯିବା ପାଇଁ ଆମେ ପ୍ରସ୍ତୁତ ହେଲୁ, କାରଣ ଆମ୍ଭେମାନେ ନିଶ୍ଚିତଭାବେ ଜାଣିଲୁ, ଈଶ୍ୱର ସେଠାକାର ଲୋକମାନଙ୍କ ମଧ୍ୟରେ ଶୁଭବାର୍ତ୍ତା ପ୍ରଚାର କରିବା ପାଇଁ ଆମକୁ ଆହ୍ୱାନ କରିଛନ୍ତି।


ମୋର ସହବନ୍ଦୀ ଆରିସ୍ତାର୍ଖ ଓ ତାଙ୍କ ସହିତ ବର୍ଣ୍ଣବାଙ୍କ ଆତ୍ମୀୟ ମାର୍କ ମଧ୍ୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ମାର୍କ ତୁମ ପାଖକୁ ଗଲେ ତାଙ୍କୁ ସ୍ୱାଗତ କର। ଏହି ନିର୍ଦ୍ଦେଶ ତୁମ୍ଭମାନଙ୍କୁ ପୂର୍ବରୁ ଦିଆଯାଇଛି।


ପ୍ରିୟ ଚିକିତ୍ସକ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।


ତୁମେ ଜାଣ ଫୁଗେଲ ଓ ହର୍ମଗେନା ସମେତ ଏସିଆ ପ୍ରଦେଶର ସମସ୍ତେ ମୋତେ ପରିତ୍ୟାଗ କରିଛନ୍ତି।


ଯେ କେହି ସବୁ ପାପ ମନ୍ଦରୁ ନିଜକୁ ଶୁଚି ରଖେ, ସେ ପ୍ରଭୁଙ୍କ ବିଶେଷ କାର୍ଯ୍ୟରେ ବ୍ୟବହୃତ ହେବ, କାରଣ ସେ ପ୍ରଭୁଙ୍କଠାରେ ଅନୁରକ୍ତ, ତାଙ୍କ ପାଇଁ ସେ ଆବଶ୍ୟକ। ଯେ କୌଣସି ମହତ୍ କାର୍ଯ୍ୟରେ ବିନିଯୁକ୍ତ ହେବା ପାଇଁ ସେ ପ୍ରସ୍ତୁତ।


ଈଶ୍ୱରଙ୍କ ଦ୍ୱାରା ମନୋନୀତ ବାବିଲୋନସ୍ଥିତ ମଣ୍ଡଳୀ ମୋର ଧର୍ମପୁତ୍ର ମାର୍କ ମଧ୍ୟ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।


Lean sinn:

Sanasan


Sanasan