Biblia Todo Logo
Bìoball air-loidhne

- Sanasan -




୨ ତୀମଥି 4:22 - ପବିତ୍ର ବାଇବଲ (CL) NT (BSI)

22 ପ୍ରଭୁ ତୁମ ଅନ୍ତରରେ ବାସ କରନ୍ତୁ। ଈଶ୍ୱରଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ସହିତ ରହୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

22 ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ । ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

22 ତୁମ୍ଭର ଆତ୍ମା ସହିତ ପ୍ରଭୁ ରୁହନ୍ତୁ। ତୁମ୍ଭ ସମସ୍ତଙ୍କ ଉପରେ ତାହାଙ୍କର ଅନୁଗ୍ରହ ରହୁ।

Faic an caibideil Dèan lethbhreac




୨ ତୀମଥି 4:22
13 Iomraidhean Croise  

ଏବଂ ମୁଁ ଯେଉଁସବୁ ଆଜ୍ଞା ଦେଇଛି, ତାହା ପାଳନ କରିବାକୁ ସେମାନଙ୍କୁ ଶିକ୍ଷା ଦିଅ। ପୁଣି ମନେରଖ, ଯୁଗାନ୍ତ ପର୍ଯ୍ୟନ୍ତ ମୁଁ ଚିରକାଳ ତୁମ୍ଭମାନଙ୍କ ସଙ୍ଗରେ ରହିବି।”


ସୁତରାଂ ରୋମର ଯେଉଁମାନଙ୍କୁ ଈଶ୍ୱର ପ୍ରେମ କରନ୍ତି ଓ ତାଙ୍କ ନିଜ ଲୋକ ହେବା ପାଇଁ ଆହ୍ୱାନ କରିଛନ୍ତି, ସେ ସମସ୍ତଙ୍କୁ ମୁଁ ଏ ପତ୍ର ଲେଖୁଛି। ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ତା’ ହେଲେ, ଶାନ୍ତିର ଆଧାର ଈଶ୍ୱର ଶୀଘ୍ର ଶୟତାନକୁ ତୁମ୍ଭମାନଙ୍କର ପଦଦଳିତ କରିବେ। ପ୍ରଭୁଙ୍କ ଅନୁଗ୍ରହ ତୁମମାନଙ୍କ ସହବର୍ତ୍ତୀ ହେଉ।


ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ମଧ୍ୟରେ ବିରାଜମାନ ହେଉ।


ହେ ଭାଇମାନେ! ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ। ଆମେନ୍!


ଆମର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ଯେଉଁମାନଙ୍କ ପ୍ରେମ ଅବିନଶ୍ୱର, ସେ ସେମାନଙ୍କୁ ଅନୁଗ୍ରହ କରନ୍ତୁ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ ସମସ୍ତଙ୍କ ସହବର୍ତ୍ତୀ ହେଉ।


ମୁଁ ପାଉଲ ସ୍ୱାକ୍ଷର ସହ, ମୋର ଶୁଭେଚ୍ଛା ଜଣାଉଛି। ମୋର ବନ୍ଦୀ ଅବସ୍ଥାକୁ ଭୁଲି ଯିବ ନାହିଁ। ଈଶ୍ୱରଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ।


ଖ୍ରୀଷ୍ଟୀୟ ପ୍ରେମ ଚୁମ୍ବନରେ ପରସ୍ପରକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟାଶ୍ରିତ ତୁମ ସମସ୍ତଙ୍କର ଶାନ୍ତି ହେଉ।


ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ପ୍ରତ୍ୟେକେ ଅନୁଭବ କରନ୍ତୁ।


Lean sinn:

Sanasan


Sanasan