୨ ତୀମଥି 4:4 - ପବିତ୍ର ବାଇବଲ (CL) NT (BSI)4 ସତ୍ୟ ପ୍ରତି ବିମୁଖ ହୋଇ ସେମାନେ ମନଗଢ଼ା ଗଳ୍ପ କିମ୍ବଦନ୍ତୀ ଶୁଣିବାକୁ ବ୍ୟଗ୍ର ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ। Faic an caibideilଓଡିଆ ବାଇବେଲ4 ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ । Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ। Faic an caibideilପବିତ୍ର ବାଇବଲ4 ଲୋକେ ସତକଥା ଶୁଣିବା ବନ୍ଦ କରିଦେବେ। ମିଛ କାହାଣୀର ଶିକ୍ଷାଗୁଡ଼ିକ ଅନୁସରଣ କରିବାକୁ ସେମାନେ ଆରମ୍ଭ କରିବେ। Faic an caibideil |