ଯୋହନ 18:3 - ପବିତ୍ର ବାଇବଲ (CL) NT (BSI)3 ତେଣୁ ସେ ଦଳେ ରୋମୀୟ ସୈନିକ ଓ ମୁଖ୍ୟ ଯାଜକ ଓ ଫାରୁଶୀମାନେ ପଠଶଇଥିବା ମନ୍ଦିର ପ୍ରହରୀମାନଙ୍କୁନେଇ ସେଠାରେ ପହଞ୍ôଚଲା। ସେମାନେ ଅସ୍ତ୍ରଶସ୍ତ୍ର, ଦୀପ ଓ ମଶାଲ ଧରିଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଅତଏବ, ଯିହୂଦା ସୈନ୍ୟଦଳ ପୁଣି ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା। Faic an caibideilଓଡିଆ ବାଇବେଲ3 ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା । Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା। Faic an caibideilପବିତ୍ର ବାଇବଲ3 ତେଣୁ ସେ ଦଳେ ସୈନ୍ୟଙ୍କୁ ନେଇ ବଗିଗ୍ଭକୁ ଗଲା। ସେ ମୁଖ୍ୟ ଯାଜକ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ପ୍ରହରୀମାନଙ୍କୁ ମଧ୍ୟ ଆଣିଥିଲା। ସେମାନେ ମଶାଲ, ଲଣ୍ଠନ ଓ ଅସ୍ତ୍ରଶସ୍ତ୍ର ଆଣି ସେଠାରେ ପହଞ୍ଚିଲେ। Faic an caibideil |