ଫିଲିପୀୟ 1:1 - ପବିତ୍ର ବାଇବଲ (CL) NT (BSI)1 ଫିଲିପୀ ମଣ୍ଡଳୀର ବିଶପ୍ମାନଙ୍କୁ, ଦୀକନମାନଙ୍କୁ ଓ ଖ୍ରୀଷ୍ଟିବିଶ୍ୱାସୀ ସମସ୍ତଙ୍କୁ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ପାଉଲ ଓ ତୀମଥିଙ୍କର ପତ୍ର:- Faic an caibideilପବିତ୍ର ବାଇବଲ (Re-edited) - (BSI)1 ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ଲେଖୁଅଛନ୍ତି; Faic an caibideilଓଡିଆ ବାଇବେଲ1 ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ପତ୍ର; Faic an caibideilପବିତ୍ର ବାଇବଲ1 ଯୀଶୁ ଖ୍ରୀଷ୍ଟଙ୍କ ସେବକ ପାଉଲ ଓ ତୀମଥି, ଫିଲିପ୍ପୀର ଖ୍ରୀଷ୍ଟ ଯୀଶୁଙ୍କ ସମସ୍ତ ପବିତ୍ର ଲୋକମାନଙ୍କୁ ଓ ତୁମ୍ଭମାନଙ୍କର ପ୍ରାଚୀନ ଏବଂ ବିଶେଷ ସେବକମାନଙ୍କୁ ପତ୍ର। Faic an caibideil |