Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 10:2 - ପବିତ୍ର ବାଇବଲ (CL) NT (BSI)

2 ତାଙ୍କ ହସ୍ତରେ ଏକ କ୍ଷୁଦ୍ର ଖୋଲା ପାଣ୍ଡୁଲିପି ଥିଲା। ସେ ତାଙ୍କର ଡ଼ାହାଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ଭୂମି ଉପରେ ରଖିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ। ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି

Faic an caibideil Dèan lethbhreac

ଓଡିଆ ବାଇବେଲ

2 ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ ଥିଲା। ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି ସିଂହଗର୍ଜନତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ ଥିଲା। ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି

Faic an caibideil Dèan lethbhreac

ପବିତ୍ର ବାଇବଲ

2 ସେହି ଦୂତଙ୍କ ହାତରେ ଗୋଟିଏ କ୍ଷୁଦ୍ର ଖୋଲା ଚର୍ମପତ୍ର ଥିଲା। ସେ ତାହାଙ୍କର ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ସ୍ଥଳଭାଗ ଉପରେ ରଖିଥିଲେ।

Faic an caibideil Dèan lethbhreac




ପ୍ରକାଶିତ 10:2
13 Iomraidhean Croise  

କେତେକ ଅବିଶ୍ୱାସ କରିବାରୁ, ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ଜଗତର ସମସ୍ତ କର୍ତ୍ତାପଣ ମୋତେ ଦିଆଯାଇଛି।


ତା’ପରେ ଯେଉଁ ଦୂତଙ୍କୁ ସମୁଦ୍ର ଓ ଭୂମି ଉପରେ ଠିଆ ହୋଇଥିବା ମୁଁ ଦେଖିଥିଲି, ସେ ତାଙ୍କର ଦକ୍ଷିଣ ହସ୍ତ ସ୍ୱର୍ଗ ଆଡ଼କୁ ଉଠାଇଲେ


ତା’ପରେ ମୁଁ ଦେଖିଲି, ମେଷଶାବକ ସାତଟି ମୋହର ମଧ୍ୟରୁ ପ୍ରଥମଟି ଭାଙ୍ଗିଲେ ଏବଂ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣେ ମୋତେ ବଜ୍ରଗମ୍ଭୀର ସ୍ୱରରେ କହିଲେ, “ଆସ!”


ତା’ପରେ ମେଷଶାବକ ଦ୍ୱିତୀୟ ମୋହର ଭାଙ୍ଗିଲେ ଏବଂ ଦ୍ୱିତୀୟ ପ୍ରାଣୀ ମୋତେ କହିଲେ, “ଆସ”।


Lean sinn:

Sanasan


Sanasan