Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 16:3 - ପବିତ୍ର ବାଇବଲ (CL) NT (BSI)

3 ତାହାପରେ ଦ୍ୱିତୀୟ ଦୂତ ତାଙ୍କ ପାତ୍ରଟିକୁ ସମୁଦ୍ର ଉପରେ ଅଜାଡ଼ି ଦେଲେ। ସମୁଦ୍ର ଜଳ ମୃତ ବ୍ୟକ୍ତିର ରକ୍ତ ପରି ହୋଇଗଲା ଓ ସମୁଦ୍ରର ସମସ୍ତ ପ୍ରାଣୀ ମରିଗଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଦ୍ଵିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଦ୍ୱିତୀୟ ଦୂତ ତାହାଙ୍କ ପାତ୍ରକୁ ସମୁଦ୍ର ଉପରେ ଢାଳି ଦେଲେ। ସେଥିରେ ସମୁଦ୍ର ଜଳ ମୃତ ଲୋକର ରକ୍ତ ପରି ଲାଲ ହୋଇଗଲା। ସମୁଦ୍ରରେ ଥିବା ସମସ୍ତ ଜୀବନ୍ତ ପ୍ରାଣୀ ମରିଗଲେ।

Faic an caibideil Dèan lethbhreac




ପ୍ରକାଶିତ 16:3
10 Iomraidhean Croise  

ସେମାନଙ୍କ ମଧ୍ୟରୁ ଅନେକେ ତାଙ୍କ ବାର୍ତ୍ତାରେ ବିଶ୍ୱାସ କରି ଜଳଦୀକ୍ଷା ଗ୍ରହଣ କଲେ। ସେଦିନ ପ୍ରାୟ ତିନି ହଜାର ଲୋକ ଶିଷ୍ୟମାନଙ୍କ ଦଳଭୁକ୍ତ ହେଲେ।


ତାଙ୍କ ହସ୍ତରେ ଏକ କ୍ଷୁଦ୍ର ଖୋଲା ପାଣ୍ଡୁଲିପି ଥିଲା। ସେ ତାଙ୍କର ଡ଼ାହାଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ଭୂମି ଉପରେ ରଖିଥିଲେ।


ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବା ସମୟରେ ଆକାଶକୁ ଅବରୋଧ କରି ବୃଷ୍ଟିପାତ ବନ୍ଦ କରିବାର କ୍ଷମତା ସେମାନଙ୍କୁ ଦିଆଯାଇଛି। ଜଳ ନିର୍ଝରଗୁଡ଼ିକୁ ରକ୍ତରେ ପରିଣତ କରିବାକୁ ଓ ନିଜ ଇଚ୍ଛାନୁଯାୟୀ ପୃଥିବୀରେ ବାରମ୍ବାର ମହାମାରୀ ସୃଷ୍ଟି କରିବାକୁ ସେମାନଙ୍କର ଅଧିକାର ଅଛି।


ତାହାପରେ ମୁଁ ଦେଖିଲି, ଗୋଟିଏ ପଶୁ ସମୁଦ୍ର ଭିତରୁ ଉଠି ଆସୁଛି। ତାହାର ଦଶଟି ଶୃଙ୍ଗ ଓ ସାତଟି ମସ୍ତକ। ପ୍ରତ୍ୟେକ ଶୃଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା ଓ ପ୍ରତ୍ୟେକ ମସ୍ତକରେ ଗୋଟିଏ ଗୋଟିଏ ଈଶ୍ୱର ନିନ୍ଦାସୂଚକ ନାମ ଲେଖାଯାଇଥିଲା।


Lean sinn:

Sanasan


Sanasan