ପ୍ରକାଶିତ 4:4 - ପବିତ୍ର ବାଇବଲ (CL) NT (BSI)4 ପୁଣି ସିଂହାସନର ଚତୁର୍ଦ୍ଦିଗରେ ବୃତ୍ତାକାରର ପଡ଼ିଥିବା ଅନ୍ୟ ଚବିଶଟି ସିଂହାସନରେ ଚବିଶ ଜଣ ବୟୋଜ୍ୟେଷ୍ଠ ମଣ୍ଡଳୀ ନେତା ଉପବିଷ୍ଟ ଥିଲେ। ସେମାନେ ଶୁକ୍ଲ ବସ୍ତ୍ରପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ। Faic an caibideilଓଡିଆ ବାଇବେଲ4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ । Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ। Faic an caibideilପବିତ୍ର ବାଇବଲ4 ସେହି ସିଂହାସନର ଗ୍ଭରିପାଖରେ ଆଉ ଚବିଶ୍ଟି ସିଂହାସନ ଥିଲା। ସେହି ଚବିଶ୍ଟି ସିଂହାସନରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସେମାନେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ। Faic an caibideil |
ତା’ପରେ ମୁଁ ଦେଖିଲି, କେତେକ ସିଂହାସନ ଓ ସେଗୁଡ଼ିକରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ବିଚାର କରିବାର କ୍ଷମତା ଦିଆଯାଇଛି। ଆଉ ମଧ୍ୟ ମୁଁ ଦେଖିଲି, କେତେକ ମୃତ ବ୍ୟକ୍ତିଙ୍କର ଆତ୍ମା। ଯୀଶୁ ପ୍ରକାଶ କରିଥିବା ସତ୍ୟ ଓ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିଥିବାରୁ ସେହି ବ୍ୟକ୍ତିମାନେ ମୃତ୍ୟୁଦଣ୍ଡ ପାଇଥିଲେ। ସେମାନେ ପଶୁ କିମ୍ବା ତା’ର ପ୍ରତିମୂର୍ତ୍ତିକୁ ପୂଜା କରି ନ ଥିଲେ, କିମ୍ବା କପାଳ ଓ ହାତରେ ପଶୁର ଚିହ୍ନ ଧାରଣ କରି ନ ଥିଲେ। ଖ୍ରୀଷ୍ଟଙ୍କ ସଙ୍ଗରେ ଏକ ସହସ୍ର ବର୍ଷ ରାଜତ୍ୱ କରିବା ପାଇଁ ସେମାନେ ପୁନର୍ଜୀବିତ ହୋଇଥିଲେ।