Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 6:3 - ପବିତ୍ର ବାଇବଲ (CL) NT (BSI)

3 ତା’ପରେ ମେଷଶାବକ ଦ୍ୱିତୀୟ ମୋହର ଭାଙ୍ଗିଲେ ଏବଂ ଦ୍ୱିତୀୟ ପ୍ରାଣୀ ମୋତେ କହିଲେ, “ଆସ”।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ମେଷଶାବକ ଯେତେବେଳେ ଦ୍ଵିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ଵିତୀୟ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ତା'ପରେ ମେଷଶାବକ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ। ମୁଁ ଦ୍ୱିତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି, “ଆସ”।

Faic an caibideil Dèan lethbhreac




ପ୍ରକାଶିତ 6:3
4 Iomraidhean Croise  

ସେମାନେ ଯାଇ କବରଟିର ସୁରକ୍ଷା କରିବା ପାଇଁ ବ୍ୟବସ୍ଥା କଲେ। ତା’ ମୁହଁକୁ ଢ଼ାଙ୍କି ରଖିଥିବା ପଥର ଉପରେ ମୋହର ବସାଇ ଜଗିବା ପାଇଁ ପ୍ରହରୀମାନଙ୍କୁ ରଖିଲେ।


ପ୍ରଥମ ପ୍ରାଣୀଟି ସିଂହ ପରି ଦେଖାଯାଉଥିଲା; ଦ୍ୱିତୀୟଟି ଷଣ୍ଢ ପରି ଦିଶୁଥିଲା। ତୃତୀୟଟିର ମୁଖ ମନୁଷ୍ୟର ମୁଖ ପରି ଥିଲା ଏବଂ ଚତୁର୍ଥଟି ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଦିଶୁଥିଲା।


ତା’ପରେ ମୁଁ ଦେଖିଲି, ମେଷଶାବକ ସାତଟି ମୋହର ମଧ୍ୟରୁ ପ୍ରଥମଟି ଭାଙ୍ଗିଲେ ଏବଂ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣେ ମୋତେ ବଜ୍ରଗମ୍ଭୀର ସ୍ୱରରେ କହିଲେ, “ଆସ!”


ମେଷଶାବକ ସପ୍ତମ ମୋହରଟି ଭାଙ୍ଗିବା କ୍ଷଣି ସ୍ୱର୍ଗରେ ପ୍ରାୟ ଅଧଘଣ୍ଟା ଯାଏ ସମ୍ପୂର୍ଣ୍ଣ ନିସ୍ତବ୍ଧତା ବିରାଜମାନ ହେଲା।


Lean sinn:

Sanasan


Sanasan