ପ୍ରକାଶିତ 7:3 - ପବିତ୍ର ବାଇବଲ (CL) NT (BSI)3 ସେମାନଙ୍କୁ ଉଚ୍ଚ ସ୍ୱରରେ କହିଲେ, “ଆମେ ଯେ ପର୍ଯ୍ୟନ୍ତ ଈଶ୍ୱରଙ୍କ ସେବକମାନଙ୍କ କପାଳରେ ମୋହର ମାରି ନାହୁଁ, ସେ ପର୍ଯ୍ୟନ୍ତ ପୃଥିବୀ, ସମୁଦ୍ର ବା ବୃକ୍ଷମାନଙ୍କର କୌଣସି କ୍ଷତି କର ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ଵରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କ ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ବୃକ୍ଷସମୂହର କ୍ଷତି କର ନାହିଁ। Faic an caibideilଓଡିଆ ବାଇବେଲ3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ୱରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ । Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ବରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ। Faic an caibideilପବିତ୍ର ବାଇବଲ3 ସେ ଗ୍ଭରି ଦୂତଙ୍କୁ କହିଲେ, “ଆମ୍ଭେମାନେ ଆମ୍ଭର ପରମେଶ୍ୱରଙ୍କର ଲୋକମାନଙ୍କର କପାଳରେ ମୁଦ୍ରାଙ୍କିତ ନ କରିବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କି ସମୁଦ୍ର କୌଣସି ବୃକ୍ଷର କିଛି କ୍ଷତି କର ନାହିଁ।” Faic an caibideil |
ତା’ପରେ ମୁଁ ଦେଖିଲି, କେତେକ ସିଂହାସନ ଓ ସେଗୁଡ଼ିକରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ବିଚାର କରିବାର କ୍ଷମତା ଦିଆଯାଇଛି। ଆଉ ମଧ୍ୟ ମୁଁ ଦେଖିଲି, କେତେକ ମୃତ ବ୍ୟକ୍ତିଙ୍କର ଆତ୍ମା। ଯୀଶୁ ପ୍ରକାଶ କରିଥିବା ସତ୍ୟ ଓ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିଥିବାରୁ ସେହି ବ୍ୟକ୍ତିମାନେ ମୃତ୍ୟୁଦଣ୍ଡ ପାଇଥିଲେ। ସେମାନେ ପଶୁ କିମ୍ବା ତା’ର ପ୍ରତିମୂର୍ତ୍ତିକୁ ପୂଜା କରି ନ ଥିଲେ, କିମ୍ବା କପାଳ ଓ ହାତରେ ପଶୁର ଚିହ୍ନ ଧାରଣ କରି ନ ଥିଲେ। ଖ୍ରୀଷ୍ଟଙ୍କ ସଙ୍ଗରେ ଏକ ସହସ୍ର ବର୍ଷ ରାଜତ୍ୱ କରିବା ପାଇଁ ସେମାନେ ପୁନର୍ଜୀବିତ ହୋଇଥିଲେ।