Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 8:4 - ପବିତ୍ର ବାଇବଲ (CL) NT (BSI)

4 ସେହି ସ୍ୱର୍ଗଦୂତଙ୍କ ହାତରେ ଜଳୁଥିବା ଧୂପର ଧୂଆଁ ସହିତ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନା ମିଶି ଯାଇ ଉପରକୁ ଉଠିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ଵରଙ୍କ ସମ୍ମୁଖରେ ଉତ୍ଥିତ ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ୱରଙ୍କ ସମ୍ମୁଖରେ ଉଠିଲା ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ବରଙ୍କ ସମ୍ମୁଖରେ ଉଠିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ସ୍ୱର୍ଗଦୂତ ଏହି ପ୍ରାର୍ଥନାଯୁକ୍ତ ଧୂପକୁ ବେଦୀ ଉପରେ ପକାନ୍ତେ ତାହା ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉପରକୁ ଉଠିଲା।

Faic an caibideil Dèan lethbhreac




ପ୍ରକାଶିତ 8:4
7 Iomraidhean Croise  

ବାହାରେ ଏକ ବିରାଟ ଜନତା ପ୍ରାର୍ଥନାରେ ନିବିଷ୍ଟ ଥିଲେ।


ସେ ଭୟରେ ସ୍ୱର୍ଗଦୂତଙ୍କ ଆଡ଼କୁ ଚାହିଁ କହିଲେ, “ଆଜ୍ଞା କଅଣ କହୁଛନ୍ତି?” ସ୍ୱର୍ଗଦୂତ ଉତ୍ତର ଦେଲେ, “ଈଶ୍ୱର ତୁମର ପ୍ରାର୍ଥନା ଓ ଦାନଶୀଳତାରେ ସନ୍ତୁଷ୍ଟ ଓ ଏହାର ପ୍ରତିଦାନ ଦେବା ପାଇଁ ପ୍ରସ୍ତୁତ।


ଈଶ୍ୱରଙ୍କ ଗୌରବ ଓ ପରାକ୍ରମରୁ ଉତ୍ଥିତ ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା; ସପ୍ତ ଦୂତ ଘେନି ଆସିଥିବା ସପ୍ତ ମହାମାରୀର ଅବସାନ ନ ଘଟିବା ପର୍ଯ୍ୟନ୍ତ ଏହି ମନ୍ଦିର ମଧ୍ୟରେ ଆଉ କେହି ପ୍ରବେଶ କରି ପାରିଲେ ନାହିଁ।


ଆଉ ଜଣେ ସ୍ୱର୍ଗଦୂତ ଗୋଟିଏ ସୁବର୍ଣ୍ଣ ଧୂପାଧାର ନେଇ ବେଦୀ ସମ୍ମୁଖରେ ଆସି ଠିଆ ହେଲେ। ସିଂହାସନ ସମ୍ମୁଖରେ ଥିବା ସୁବର୍ଣ୍ଣ ବେଦୀ ଉପରେ, ଈଶ୍ୱରଭକ୍ତମାନଙ୍କର ପ୍ରାର୍ଥନାରୂପ ଧୂପ ସହିତ ମିଶାଇ ଉତ୍ସର୍ଗ କରିବା ପାଇଁ, ତାଙ୍କୁ ପ୍ରଚୁର ପରିମାଣରେ ଧୂପ ଦିଆଗଲା।


Lean sinn:

Sanasan


Sanasan