ଫିଲିପୀୟ 2:26 - ପବିତ୍ର ବାଇବଲ (Re-edited) - (BSI)26 କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟ; ଇଚ୍ଛୁକ, ପୁଣି ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟ; ବ୍ୟଥିତ; Faic an caibideilଓଡିଆ ବାଇବେଲ26 କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ; Faic an caibideilପବିତ୍ର ବାଇବଲ (CL) NT (BSI)26 ସେ ତୁମ ସମସ୍ତଙ୍କୁ ଦେଖିବା ନିମନ୍ତେ ଉତ୍ସୁକ ଓ ତୁମ୍ଭେମାନେ ତାଙ୍କର ଅସୁସ୍ଥତା ସମ୍ବାଦ ଶୁଣିଥିବାରୁ ସେ ଦୁଃଖିତ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ; Faic an caibideilପବିତ୍ର ବାଇବଲ26 ସେ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛୁକ, ସେଥିପାଇଁ ମୁଁ ତାହାଙ୍କୁ ପଠାଉଛି। ସେ ଅସୁସ୍ଥ ଥିଲେ ବୋଲି ତୁମ୍ଭେ ଶୁଣି ଥିବା ହେତୁ ସେ ଚିନ୍ତିତ ଥିଲେ। Faic an caibideil |
ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ଵିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।