Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 4:20 - ପବିତ୍ର ବାଇବଲ (Re-edited) - (BSI)

20 ଆମ୍ଭମାନଙ୍କର ଈଶ୍ଵର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍।

Faic an caibideil Dèan lethbhreac

ଓଡିଆ ବାଇବେଲ

20 ଆମ୍ଭମାନଙ୍କର ଈଶ୍ୱର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ । ଆମେନ୍‍ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

20 ଯୁଗେ ଯୁଗେ ପିତା ଈଶ୍ୱରଙ୍କ ଗୌରବ ହେଉ। ଆମେନ୍।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆମ୍ଭମାନଙ୍କର ଈଶ୍ବର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍‍।

Faic an caibideil Dèan lethbhreac

ପବିତ୍ର ବାଇବଲ

20 ଆମ୍ଭର ପରମେଶ୍ୱରଙ୍କ ମହିମା ଗୌରବ ସଦାସର୍ବଦା ହେଉ। ଆମେନ୍!

Faic an caibideil Dèan lethbhreac




ଫିଲିପୀୟ 4:20
19 Iomraidhean Croise  

ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ଵିତ କର।


ପୁଣି, ତାହାଙ୍କର ଗୌରବାନ୍ଵିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍, ଆମେନ୍।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗା; ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।


ଅତଏବ, ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।


ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ଵରଙ୍କ ଗୌରବ ହେଉ। ଆମେନ୍।


ଯୁଗେ ଯୁଗେ ପୁରୁଷାନୁକ୍ରମେ ମଣ୍ତଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତାହାଙ୍କର ଗୌରବ ହେଉ। ଆମେନ୍।


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।


ଅକ୍ଷୟ, ଅଦୃଶ୍ୟ, ଅଦ୍ଵିତୀୟ ଈଶ୍ଵର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।


ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ଵର, ଗୌରବ, ପ୍ରତାପ,ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍।


ପୁଣି ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ କରି ଆପଣା ଈଶ୍ଵର ଓ ପିତାଙ୍କ ନିକଟରେ ଯାଜକ ସ୍ଵରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।


ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି ଭୂମିକମ୍ପରେ ସାତ ସହସ୍ର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ଵର୍ଗସ୍ଥ ଈଶ୍ଵରଙ୍କ ମହିମା କୀର୍ତ୍ତନ କଲେ।


ଈଶ୍ଵରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ପ୍ରଦାନ କର, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀସମୂହ, ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।


ସେମାନେ ଉଚ୍ଚ ସ୍ଵରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକହିଁ ଯୋଗ୍ୟ ଅଟନ୍ତି।


ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ଵରଙ୍କର; ଆମେନ୍।


Lean sinn:

Sanasan


Sanasan