Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 4:22 - ପବିତ୍ର ବାଇବଲ (Re-edited) - (BSI)

22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

22 ଏଠାରେ ଥିବା ଈଶ୍ୱରଙ୍କ ଲୋକମାନେ, ବିଶେଷରେ ସମ୍ରାଟଙ୍କ ପ୍ରାସାଦରେ ଥିବା ସାଧୁମାନେ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

22 ପରମେଶ୍ୱରଙ୍କ ସମସ୍ତ ଲୋକ ଓ ବିଶେଷ ଭାବରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେହି ବିଶ୍ୱାସୀମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଇଛନ୍ତି।

Faic an caibideil Dèan lethbhreac




ଫିଲିପୀୟ 4:22
9 Iomraidhean Croise  

ଆଉ, ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ବିଜାତୀୟମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?


ପୁଣି, ସେମାନେ ତାଙ୍କ ମୁଖ ଆଉ ଦେଖିବେ ନାହିଁ ବୋଲି ସେ ଯେଉଁ କଥା କହିଥିଲେ, ବିଶେଷ ରୂପେ ସେଥିପାଇଁ ଦୁଃଖ କଲେ। ପରେ ସେମାନେ ତାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ।


କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୋ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଉପଦ୍ରବ କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି।


ପବିତ୍ର ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ତଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ଵରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।


ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କନିକଟରେ ପ୍ରକାଶିତ ହେଲା;


ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି।


ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲୋନସ୍ଥ ମଣ୍ତଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି।


ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା।


Lean sinn:

Sanasan


Sanasan