୧ ଯୋହନ 2:12 - ପବିତ୍ର ବାଇବଲ12 ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ୱାରା କ୍ଷମା କରାଯାଇଥିବା କାରଣରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। Faic an caibideilପବିତ୍ର ବାଇବଲ (Re-edited) - (BSI)12 ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି। Faic an caibideilଓଡିଆ ବାଇବେଲ12 ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି । Faic an caibideilପବିତ୍ର ବାଇବଲ (CL) NT (BSI)12 ପିଲାମାନେ! ଏପତ୍ର ତୁମ୍ଭମାନଙ୍କୁ ମୁଁ ଏପତ୍ର ଲେଖଚଛି, କାରରଣ ଖ୍ରୀଷ୍ଟଙ୍କ ନାମ ଲାଗି ତୁମ୍ଭମାନଙ୍କ ପାପ କ୍ଷମା ହୋଇଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି। Faic an caibideil |
ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।