Biblia Todo Logo
Bìoball air-loidhne

- Sanasan -




୧ ପିତର 1:16 - ପବିତ୍ର ବାଇବଲ

16 ଶାସ୍ତ୍ରରେ ଲେଖାଅଛି: “ପବିତ୍ର ହୁଅ, କାରଣ ମୁଁ ହେଉଛି ପବିତ୍ର।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଯେଣୁ ଲେଖା ଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଯେଣୁ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

16 ଶାସ୍ତ୍ରରେ ଲେଖାଅଛି, “ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।”

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।

Faic an caibideil Dèan lethbhreac




୧ ପିତର 1:16
6 Iomraidhean Croise  

ପୁଣି ସେତେବେଳେ ସେଠାରେ ରାଜଦଣ୍ଡ ଓ ପଥ ହେବ ଯାହାକି “ପବିତ୍ରତାର ପଥ” ବୋଲି ବିଖ୍ୟାତ ହେବ। ତାହା ଉପରେ କେବଳ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଗ୍ଭରୀ ଓ ଅଜ୍ଞାନୀମାନେ ସେ ପଥରେ ଯିବେ ନାହିଁ।


କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। ଏଣୁ ତୁମ୍ଭେମାନେ ନିଜକୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ। ଯେହେତୁ ଆମ୍ଭେ ପବିତ୍ର, ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ନିଜକୁ ଅଶୁଚି କରିବ ନାହିଁ।


ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର, ତୁମ୍ଭମାନଙ୍କୁ ମିଶରରୁ ଆଣିଅଛୁ। ଏଣୁ ତୁମ୍ଭେମାନେ ପବିତ୍ର ହେବ କାରଣ ଆମ୍ଭେ ପବିତ୍ର ଅଟୁ।”


“ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ପବିତ୍ର ହେବ। କାରଣ ଆମ୍ଭେ ସଦାପ୍ରଭୁ କୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।


“ଏଣୁ ତୁମ୍ଭେମାନେ ନିଜକୁ ପବିତ୍ର କର ଓ ପବିତ୍ର ହୁଅ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଏକମତ ନ ହେଲେ ଦୁଇଜଣ ଏକତ୍ର ଗମନ କରିବେ ନାହିଁ।


Lean sinn:

Sanasan


Sanasan