୧ ପିତର 1:6 - ପବିତ୍ର ବାଇବଲ6 ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନେକ ପ୍ରକାରର ସମସ୍ୟା ତୁମ୍ଭକୁ ଦୁଃଖୀ କରୁଥାଇପାରେ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ଏଥିରେ ତୁମ୍ଭେମାନେ ଉଲ୍ଲାସ କରୁଅଛ, ଯଦ୍ୟପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ଵାରା ଦୁଃଖ-ଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, Faic an caibideilଓଡିଆ ବାଇବେଲ6 ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, Faic an caibideilପବିତ୍ର ବାଇବଲ (CL) NT (BSI)6 ତେଣୁ ତୁମ୍ଭମାନେ ଆନନ୍ଦ କର, ଯଦିଓ ନାନା ପ୍ରକାର କ୍ଳେଶ ହେତୁ ତୁମ୍ଭମାନଙ୍କୁ ବର୍ତ୍ତମାନ କିଛି ସମୟ ପାଇଁ ଦୁଃଖିତ ହେବାକୁ ଆବଶ୍ୟକ ହୋଇପାରେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, Faic an caibideil |
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।